Posted inଜାତୀୟ

ଭୂକମ୍ପରେ ଥରିଲା ଲଦାଖ

ଲେହ,୧୬।୯: ଲେହ-ଲଦାଖରେ ଶୁକ୍ରବାର ଭୋର ପ୍ରାୟ ୪ଟା ୧୯ରେ ଭୂକମ୍ପ ଅନୁଭୂତ ହୋଇଛି। ଏନେଇ ଜାତୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୮ ରହିଥିବା ବେଳେ ଅକ୍ଷାଂଶ ୩୫.୮୯ ଏବଂ ଦ୍ରାଘିମା ୭୭.୫୭ ରହିଛି । ଏହି ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri