ସ୍ନାନଯାତ୍ରାରେ ମୁତୟନ ହେବେ ୫୨ ପ୍ଲାଟୁନ୍‌ ପୋଲିସ ଫୋର୍ସ

ପୁରୀ ଅଫିସ,୧୩।୬: ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇସାରିଛି। ତେବେ ସ୍ନାନଯାତ୍ରାରେ ଭିଡ଼କୁ ଦୃଷ୍ଟିରେ ରଖିପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୫୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ସହ ୩ କମାଣ୍ଡାଣ୍ଟ, ୧୧ ଅତିରିକ୍ତ ଏସ୍‌ପି, ୨୧ ଡିଏସ୍‌ପି, ୫୦ ଇନ୍ସପେକ୍ଟର, ୨୭୦ ସବ ଇନ୍ସପେକ୍ଟର, ୧ହଜାର କନଷ୍ଟେବଳ ମୁତୟନ ହେବେ। ଶ୍ରୀମନ୍ଦିର ସହ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ମାନଙ୍କରେ ୪୦ରୁ ଅଧିକ ସିସିଟିଭି ସ୍ଥାପନ ପାଇଁ ନିଷ୍ପତ୍ତି ହୋଇଛି। ସେହିପରି ପହଣ୍ଡି ସମୟରେ ପାରିମାଣିକ ଟିକେଟ ଧାରୀଙ୍କ ପାଇଁ ବ୍ୟବସ୍ଥା କରାଯାଇଛି। ମନ୍ଦିର ବାହାରେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ୮ରୁ ୧୦ ଫୁଟିବ ବାଣ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ଦୁଇବର୍ଷର କରୋନା କଟକଣା ପରେ ଚଳିତ ବର୍ଷ ଆଲୋକର ପର୍ବ ଦୀପାବଳୀକୁ ସହରବାସୀ ବଡ଼ ଧୁମ୍‌ଧାମ୍‌ର ସହ ପାଳନ କରିବାକୁ ଚାହିଁ ବସିଛନ୍ତି। ଏଥର...

ଚିଲିକା ବିଧାୟକଙ୍କୁ ଆକ୍ରମଣ ଘଟଣା: ୯ ଗିରଫ

ଖୋର୍ଦ୍ଧା ଅଫିସ,୨୮।୩: ବାଣପୁର ବ୍ଲକ ସମ୍ମୁଖରେ ଲୋକ ଏବଂ ପୋଲିସଙ୍କ ଉପରେ ଗାଡ଼ି ମଡାଇବା ଅଭିଯୋଗରେ ଚିଲିକା ବିଧାୟକ ଗିରଫ ହୋଇ ଜେଲରେ ଅଛନ୍ତି ।...

ସୁପ୍ରଭା ହତ୍ୟା ମାମଲା: ଏତଲାକାରୀ ସ୍ବାମୀ ହିଁ ଅଭିଯୁକ୍ତ

ଛତ୍ରପୁର,୪ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ବିପୁଳିଙ୍ଗି ଗାଁ ରାଧେଶ୍ୟାମ ଚୌଧୁରୀଙ୍କ ସ୍ତ୍ରୀ ସୁପ୍ରଭା ଚୌଧୁରୀଙ୍କୁ ନିର୍ମମ ଭାବେ ତାଙ୍କ ଘରେ ଫେବୃୟାରୀ ୧୬...

ବସ୍ତାରୁ ମିଳିଲା ମହିଳାଙ୍କ ମୃତଦେହ, ପୋଲିସର ତଦନ୍ତ ଆରମ୍ଭ

ରାଜନଗର, ୨୮।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ ଫରେଷ୍ଟ ବିଟ୍‌ ନିକଟରୁ ଏକ ବସ୍ତାରୁ ଜଣେ ମହିଳାଙ୍କ ମୃତଦେହ ଶନିବାର ଉଦ୍ଧାର...

ମାଟ୍ରିକ ରେଜଲ୍ଟ ଖରାପ ହେବାରୁ ଜୀବନ ହାରିଲେ ଛାତ୍ରୀ

ଏରସମା,୨୯ା୭(ସ୍ବ.ପ୍ର.):ମାଟ୍ରିକ ପରୀକ୍ଷା ରେଜଲ୍ଟ ଖରାପ ହେବାରୁ ଜଗତ୍‌ସିଂହପୁର ଜିଲାର ଜଣେ ଛାତ୍ରୀ ବୁଧବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଏରସମା ଥାନା ଅନ୍ତର୍ଗତ ଜାନକାଦେଈପୁର ପଞ୍ଚାୟତସ୍ଥିତ...

CORONAVIRUS UPDATE: ବଢୁଛି କରୋନା ଭୟ, ରାଜ୍ୟରେ ଦିନକରେ ୫୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ସର୍ବାଧିକ ୫୬୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୦୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ...

ବନ୍ଦ ହେବ କଲେଜ, ଡିଆରଡିଏ ଛକ: ଛତ୍ରପୁର ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ଭେଇକିଲ୍‌ ଅଣ୍ଡରପାସ୍‌

ଛତ୍ରପୁର,୧୮ା୯(ଡି.ଏନ.ଏ.)-ଛତ୍ରପୁର କଲେଜ ଓ ଡିଆରଡିଏ ଛକ ନିକଟ ଜାତୀୟ ରାଜପଥରେ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଛି ା ଏହା ପୋଲିସ, ପ୍ରଶାସନ ଓ ଆରଟିଓ କାର୍ଯ୍ୟାଳୟ...

ଯୁବକଙ୍କୁ ରାସ୍ତାରେ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୃତ୍ତ

ସମ୍ବଲପୁର,୧୦ା୧୦(ବ୍ୟୁରୋ)-ସମ୍ବଲପୁର ଟାଉନ ଥାନା ଅଧୀନ ହାଟପଡା କଲ୍ୟାଣ ମଣ୍ଡପ ନିକଟସ୍ଥ ଏକ ପାନ ଦୋକାନରେ ଶନିବାର ଜଣେ ଯୁବକଙ୍କୁ ହାଣି ହତ୍ୟା କରାଯାଇଛି। ୪ ଜଣ...

Advertisement
Archives

Model This Week