ପୋଲିସ ପାଇଁ ୧୧ ହଜାର ଟଙ୍କା ଦେଲେ ୬ ବର୍ଷର ଶିଶୁ

ଭୁବନେଶ୍ୱର,୧୩ା୫(ବ୍ୟୁରୋ):କରୋନା ମୁକାବିଲାରେ ଆଗଧାଡ଼ିର ଯୋଦ୍ଧା ସାଜିଛନ୍ତି ପୋଲିସ କର୍ମଚାରୀ। ନିଜ ଜୀବନକୁ ବାଜି ଲଗାଇ କାର୍ଯ୍ୟ କରୁଛନ୍ତି। ଲୋକଙ୍କ ପାଇଁ ରାସ୍ତାରେ ଜଗୁଥିବାବେଳେ ଅମାନିଆଙ୍କୁ ଧରି ସାବାଡ କରୁଛନ୍ତି। ତେବେ ଏହି ସମୟରେ କରୋନାରେ ସଂକ୍ରମିତ ମଧ୍ୟ ହେଉଛନ୍ତି। ଏପରି ସ୍ଥଳେ ପୋଲିସ କର୍ମଚାରୀଙ୍କ ସୁରକ୍ଷାକୁ ନେଇ ୬ବର୍ଷର ଶିଶୁ ଦେବଙ୍କ ଅଗ୍ରଓ୍ବାଲଙ୍କୁ ଚିନ୍ତା ଘାରିଛି। ନିଜ ସଞ୍ଚିତ ଅର୍ଥରୁ ୧୧ ହଜାର ଟଙ୍କା ଦାନ କରିଛନ୍ତି। ବୁଧବାର ଦେବଙ୍କ ତାଙ୍କ ପରିବାର ଲୋକଙ୍କ ସହ ଯାଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଭେଟି ଏହି ଟଙ୍କା ପ୍ରଦାନ କରିଛନ୍ତି। ଛୋଟ ପିଲାର ଏଭଳି ସହଯୋଗକୁ ପ୍ରଶଂସା କରିଛନ୍ତି କମିଶନର। ଏହା ପୋଲିସ କର୍ମଚାରୀଙ୍କୁ ପ୍ରେରଣା ଯୋଗାଇବ ବୋଲି ସୌମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲଡ଼ରଙ୍କୁ ୨୦ ଲକ୍ଷ ଦାଦାବଟି ମାଗିବା ମାମଲା :ପୂର୍ବତନ ମେୟର ପିଣ୍ଟୁ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧ା୧୦-ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ବିଏମ୍‌ସିର ପୂର୍ବତନ ମେୟର ଶିବ ଶଙ୍କର ଦାସ ଓରଫ ପିଣ୍ଟୁଙ୍କୁ ସୋମବାର କଡା ସୁରକ୍ଷାରେ ଅଣାଯାଇ କୋର୍ଟରେ ହାଜର...

ବିରୋଧ ପରେ ପିପିଇ ରଖିଲେ

ଭୁବନେଶ୍ୱର,୩ା୬(ବ୍ୟୁରୋ): ରାଜ୍ୟକୁ ପ୍ରଥମେ ମନଇଚ୍ଛା ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ(ପିପିଇ) କିଟ୍‌ ମଗାଇଦେଲେ। ତାହା ପହଞ୍ଚତ୍ବା ପରେ ରଖିବାକୁ ମନା କରିଦେଇଥିବା ରାଜ୍ୟ ସରକାର ଶେଷରେ ନିଜ...

ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର। ନମୂନା ନେଗେଟିଭ୍‌ ଆସିବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିବା ସ୍ବାସ୍ଥ୍ୟ ଓ...

ବେଆଇନ ମେସ୍କୋ ସାଇଡିଂ ମାମଲା: ଏନ୍‌ଜିଟି ପକ୍ଷରୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୭ା୨: ଯାଜପୁର ଜିଲା କଳିଙ୍ଗନଗର ମେସ୍କୋ ଷ୍ଟିଲ କାରଖାନା ପରିସରସ୍ଥ ମେସ୍କୋ ଷ୍ଟିଲର ବେଆଇନ ରେଲୱେ ସାଇଡିଂ ଅଭିଯୋଗ ସଂକ୍ରାନ୍ତରେ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)...

ନାଗାବେଶରୁ ହୋଇଛି ନାଁ

ପୁରୀ ଅଫିସ, ୨୭।୧୧: ଦାରୁଦିଅଁଙ୍କ ନାଗାର୍ଜୁନ ବେଶ ଖୁବ୍‌ ଆକର୍ଷଣୀୟ ଓ ମନୋମୁଗ୍ଧକର। ଏହି ବେଶରେ ଠାକୁରମାନେ ଯାହା ବିଭୂଷିତ ହୁଅନ୍ତି ତାହାକୁ କାରିଗରମାନେ ନିଷ୍ଠା...

‘ମୋ ସରକାର’: ଜାରି ହେଲା ଗାଇଡ୍‌ଲାଇନ : ଘରୋଇ ଢାଞ୍ଚାରେ ଚାଲିବ ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୪ା୧୦(ବ୍ୟୁରୋ) : ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ଲୋକମାନଙ୍କୁ ଉତ୍ତମ ସେବା ଯୋଗାଇବା ଲକ୍ଷ୍ୟରେ ରାଜ୍ୟ ସରକାର ଅକ୍ଟୋବର ୨ ତାରିଖରୁ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ...

ସୌମ୍ୟରଞ୍ଜନ ପଟ୍ଟନାୟକ କରୋନା ପଜିଟିଭ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ନିଜେ ସୌମ୍ୟରଞ୍ଜନ ଟୁଇଟ୍‌କରି ସୂଚନା ଦେଇଛନ୍ତି। ସେ ଟୁଇଟ୍‌ରେ ଉଲ୍ଲେଖ...

କୃମି ଔଷଧ ଖାଇ ୩୬ ଶିଶୁ ଅସୁସ୍ଥ ହେବା ଘଟଣା ମୁଖ୍ୟ ଶାସନ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : କେନ୍ଦ୍ରାପଡା ଜିଲା ଗରଦପୁରରେ କୃମି ଔଷଧ ଖାଇ ୩୬ ଜଣ ଶିଶୁ ଅସୁସ୍ଥ ହୋଇପଡ଼ିଥିଲେ। ୨୦୧୪ରେ ଘଟିଥିବା ଏହି ଘଟଣାକୁ ନେଇ ସାରା...

Advertisement
Archives

Model This Week