Posted inଜାତୀୟ

୬ ବର୍ଷ ବୟସ୍କ ଶିଶୁପୁତ୍ରଙ୍କୁ ହତ୍ୟା କଲେ ଗର୍ଭବତୀ ମହିଳା

ଥିରୁଭାନନ୍ତପୁରମ୍‌, ୮।୨: କେରଳରେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଜଣେ ଗର୍ଭବତୀ ମହିଳା ତାଙ୍କର ୬ ବର୍ଷ ବୟସ୍କ ଶିଶୁପୁତ୍ରଙ୍କୁ ହତ୍ୟା କରିଛନ୍ତି। ପାଲାକ୍କାଡ଼ା ଜିଲାରେ ରବିବାର ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଶାହିଦା ନାମ୍ନୀ ମହିଳା ଶିଶୁପୁତ୍ରଙ୍କୁ ପ୍ରଭୁଙ୍କୁ ସମର୍ପଣ କରିଥିବା ପୋଲିସ ସମ୍ମୁଖରେ ସ୍ବୀକାର କରିଛନ୍ତି। ଶିଶୁପୁତ୍ରଙ୍କୁ ହତ୍ୟ କରିବା ପରେ ସେ ନିଜେ ପୋଲିସକୁ ଡକାଇ ଥିଲେ। ଅନ୍ୟ ଘରେ ଶୋଇଥିବା ଶାହିଦାଙ୍କ ସ୍ବାମୀ ଏବଂ ୨ ସନ୍ତାନ ଏସମ୍ପର୍କରେ କୌଣସି ସୂଚନା ମଧ୍ୟ ପାଇ ନ ଥିଲେ। ଘରେ ପୋଲିସ ପହଞ୍ଚିବା ପରେ ସ୍ବାମୀ ଏବଂ ଅନ୍ୟ ୨ ସନ୍ତାନ ନିଦରୁ ଉଠି ଏଭଳି କାଣ୍ଡ ସମ୍ପର୍କରେ ଜାଣି ପାରିଥିଲେ। ପୋଲିସ ଶାହିଦାଙ୍କୁ ଗିରଫ କରି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲେଫ୍ଟନାଣ୍ଟ ଜେନେରାଲ ବିଏସ୍‌ ରାଜୁ ହେଲେ ସ୍ଥଳସେନା ଉପମୁଖ୍ୟ

ନୂଆଦିଲ୍ଲୀ,୨୯।୪: ଲେଫ୍ଟନାଣ୍ଟ ଜେନେରାଲ ବିଏସ ରାଜୁଙ୍କୁ ସ୍ଥଳସେନାର ଉପ ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ସେ ମେ’ ୧ରୁ ଦାୟିତ୍ୱ ନେବେ। ଶୁକ୍ରବାର ତାଙ୍କ ନିଯୁକ୍ତି...

ବିପଦରେ ଜମ୍ମୁ-କଶ୍ମୀରର ପରିଚୟ: ଫାରୁକ୍‌

ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀର ଭୋଟର ତାଲିକାରେ ବାହାର ଲୋକଙ୍କୁ ସାମିଲ କରିବା ନିଷ୍ପତ୍ତି ଗ୍ରହଣୀୟ ନୁହେଁ। ଏହାକୁ ସବୁ ପ୍ରକାରେ ବିରୋଧ କରାଯିବା ସହ କୋର୍ଟରେ ଚ୍ୟାଲେଞ୍ଜ...

ନୂଆ ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର: ଭିଟାମିନ୍‌ ଟ୍ୟାବଲେଟ୍‌-ଷ୍ଟିମ୍‌ ନେବାକୁ ମନା …

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି।...

ଦିଲ୍ଲୀରେ ଟ୍ୟୁସନ ଟିଚରଙ୍କ ଉନ୍ମତ୍ତକାଣ୍ଡ: ପତ୍ନୀ ଓ ୩ ପିଲାଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୨୨।୬: ରାଜଧାନୀ ଦିଲ୍ଲୀରେ ଏକ ବିଚଳିତ କରିଦେବା ଘଟଣା ସମ୍ନାକୁ ଆସିଛି। ଦିଲ୍ଲୀର ମହରୋଲି ଅଞ୍ଚଳର ଓ୍ବାର୍ଡ-୨ରେ ଜଣେ ବ୍ୟକ୍ତି ନିଜ ପତ୍ନୀ ଓ ୩...

ଏମ୍‌ଟିଏନ୍‌ଏଲ୍‌ ବିଲ୍ଡିଂରେ ନିଆଁ

ମୁମ୍ବାଇ,୨୩ା୭(ଆଇଏଏନ୍‌ଏସ୍‌): ମୁମ୍ବାଇର ବାନ୍ଦ୍ରାଠାରେ ଥିବା ଏମ୍‌ଟିଏନ୍‌ଏଲ୍‌ ବିଲ୍ଡିଂରେ ସୋମବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଉକ୍ତ ବିଲ୍ଡିଂରେ ଫସିଥିବା ୮୪ ଜଣଙ୍କୁ ଉଦ୍ଧାର କରାଯାଇଛି। ଅପରାହ୍ନ ୩ଟା...

ଶ୍ରାଦ୍ଧ ବାର୍ଷିକୀରେ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାହୁଲ

ନୂଆଦିଲ୍ଲୀ,୨୧।୫: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସ ନେତା ରାଜୀବ ଗାନ୍ଧୀଙ୍କ ୨୯ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ପୁତ୍ର ରାହୁଲ ଗାନ୍ଧୀ ତାଙ୍କୁ ଶ୍ରଦ୍ଧାଞ୍ଜଳି...

ଚାଷୀଙ୍କ ପାଇଁ ହଜାରେ କୋଟିର କଲ୍ୟାଣ ପାଣ୍ଠି ଘୋଷଣା କଲେ ଗେହଲଟ୍‌ ସରକାର

ଜୟପୁର,୧୦।୭: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାର ଚାଷୀଙ୍କ ପାଇଁ ହଜାରେ କୋଟି ଟଙ୍କାର କଲ୍ୟାଣ ପାଣ୍ଠି ଗଠନ ସମ୍ପର୍କରେ ଘୋଷଣା କରିଛନ୍ତି। ବୁଧବାର ରାଜ୍ୟ...

ଉତ୍ତର ପ୍ରଦେଶ ନିର୍ବାଚନ: ଭୋଟ ଦେଲେନି ମୁଲାୟମଙ୍କ ପତ୍ନୀ, ବୋହୂ , ପୁଅ!

ଲକ୍ଷ୍ନୌ,୨୧ ।୨: ଉତ୍ତର ପ୍ରଦେଶର ଇଟାୱାରେ ଯେ କୌଣସି ନିର୍ବାଚନ ହେଉନା କାହିଁକି ସମସ୍ତଙ୍କର କିନ୍ତୁ ନଜର ଥାଏ ମୁଲାୟମ ସିଂ ଯାଦବଙ୍କ ପରିବାର ଉପରେ...

Advertisement
Archives

Model This Week