୧୦ ଜଣ ମହିଳାଙ୍କୁ ଭୟ ଦେଖାଇ ଅନୈତିକ  ସମ୍ପର୍କ ରଖୁଥିଲେ ୬୦ ବର୍ଷର ବୃଦ୍ଧ, ସମସ୍ତେ ମିଶିଯାଇ ସିଧା  ଜାଳିଦେଲେ, ପରେ…  

ମୋହନା,୯।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା କୁଇହୁରୁ ଗାଁରେ ୬୦ ବର୍ଷର ବୃଦ୍ଧ କାମ୍ବି ମଳିକଙ୍କୁ ହତ୍ୟା ଘଟଣାରେ ପୋଲିସ ସୋମବାର ୧୦ ଜଣଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେମାନଙ୍କ ମଧ୍ୟରୁ ୮ ଜଣ ମହିଳାଥିବା ବେଳେ ଦୁଇଜଣ ପୁରୁଷ ଅଛନ୍ତି। ପୋଲିସ ଘଟଣାସ୍ଥଳରୁ ହତ୍ୟା କରାଯାଇଥିବା ଖପୁରି ଓ ହାଡ ପାଉଁଶ ଜବତ କରିବା ସହ ହତ୍ୟାରେ ବ୍ୟବହୃତ ହୋଇଥିବା କାତିକୁ ଜବତ କରିଛି।
ସୂଚନା ପ୍ରକାରେ, କାମ୍ବି ମଳିକ ଗାଁରେ ରହି ମହିଳା ମାନଙ୍କ ସହ ବଳପୂର୍ବକ ଅନୈତିକ  ସମ୍ପର୍କ ରଖି ଆସୁଥିଲେ। ପ୍ରତିବାଦ କରିଲେ ମାରିଦେବା ପାଇଁ ଧମକ ଚମକ ଦେଉଥିଲେ। ଚଳିତ ଜୁନ୍‌ ୨ରେ ଗାଁରେ ଜୈନିକ ମହିଳାଙ୍କୁ ବଳାତ୍କାର ପରେ ତାଙ୍କ ସମେତ ଅନ୍ୟ ମହିଳାମାନେ ମିଶି ସଂଘବୋଧ ଭାବେ ପ୍ରତିଶୋଧ ପରାଣ ହୋଇ ବୃଦ୍ଧଙ୍କୁ ହତ୍ୟା କରି ଗାଁଠାରୁ ଗୋଟିଏ କିଲୋ ମିଟର ଦୂରରେ ପେଟ୍ରୋଲ ଓ ଡିଜେଲ ଢାଳି ପୋଡି ଦେଇଥିଲେ। ତେବେ ଏହି ଘଟଣାରେ ୧୦ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ବେଳେ ଅନ୍ୟ କିଏ ସମ୍ପୃକ୍ତ ରହିଛନ୍ତି ସେମାନଙ୍କୁ ମଧ୍ୟ ଯଥାଶୀଘ୍ର ଗିରଫ କରାଯିବା ନେଇ ଏସ୍‌ଡିପିଓ ଅମିତାଭ ପଣ୍ଡା ସୂଚନା ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri