୧୦ ଜଣ ମହିଳାଙ୍କୁ ଭୟ ଦେଖାଇ ଅନୈତିକ  ସମ୍ପର୍କ ରଖୁଥିଲେ ୬୦ ବର୍ଷର ବୃଦ୍ଧ, ସମସ୍ତେ ମିଶିଯାଇ ସିଧା  ଜାଳିଦେଲେ, ପରେ…  

ମୋହନା,୯।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା କୁଇହୁରୁ ଗାଁରେ ୬୦ ବର୍ଷର ବୃଦ୍ଧ କାମ୍ବି ମଳିକଙ୍କୁ ହତ୍ୟା ଘଟଣାରେ ପୋଲିସ ସୋମବାର ୧୦ ଜଣଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେମାନଙ୍କ ମଧ୍ୟରୁ ୮ ଜଣ ମହିଳାଥିବା ବେଳେ ଦୁଇଜଣ ପୁରୁଷ ଅଛନ୍ତି। ପୋଲିସ ଘଟଣାସ୍ଥଳରୁ ହତ୍ୟା କରାଯାଇଥିବା ଖପୁରି ଓ ହାଡ ପାଉଁଶ ଜବତ କରିବା ସହ ହତ୍ୟାରେ ବ୍ୟବହୃତ ହୋଇଥିବା କାତିକୁ ଜବତ କରିଛି।
ସୂଚନା ପ୍ରକାରେ, କାମ୍ବି ମଳିକ ଗାଁରେ ରହି ମହିଳା ମାନଙ୍କ ସହ ବଳପୂର୍ବକ ଅନୈତିକ  ସମ୍ପର୍କ ରଖି ଆସୁଥିଲେ। ପ୍ରତିବାଦ କରିଲେ ମାରିଦେବା ପାଇଁ ଧମକ ଚମକ ଦେଉଥିଲେ। ଚଳିତ ଜୁନ୍‌ ୨ରେ ଗାଁରେ ଜୈନିକ ମହିଳାଙ୍କୁ ବଳାତ୍କାର ପରେ ତାଙ୍କ ସମେତ ଅନ୍ୟ ମହିଳାମାନେ ମିଶି ସଂଘବୋଧ ଭାବେ ପ୍ରତିଶୋଧ ପରାଣ ହୋଇ ବୃଦ୍ଧଙ୍କୁ ହତ୍ୟା କରି ଗାଁଠାରୁ ଗୋଟିଏ କିଲୋ ମିଟର ଦୂରରେ ପେଟ୍ରୋଲ ଓ ଡିଜେଲ ଢାଳି ପୋଡି ଦେଇଥିଲେ। ତେବେ ଏହି ଘଟଣାରେ ୧୦ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ବେଳେ ଅନ୍ୟ କିଏ ସମ୍ପୃକ୍ତ ରହିଛନ୍ତି ସେମାନଙ୍କୁ ମଧ୍ୟ ଯଥାଶୀଘ୍ର ଗିରଫ କରାଯିବା ନେଇ ଏସ୍‌ଡିପିଓ ଅମିତାଭ ପଣ୍ଡା ସୂଚନା ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?