Posted inଫୁରସତ

୩୬ ବର୍ଷ ଗର୍ଭଧାରଣ କରିଥିଲେ ୬୦ ବର୍ଷୀୟ

ମୁମ୍ବାଇ

୩ ଦଶନ୍ଧିରୁ ଅଧିକ ସମୟ ଧରି ଜଣେ ୬୦ ବର୍ଷୀୟ ବ୍ୟକ୍ତି ୨ଟି ଯାଅଁାଳା ଶିଶୁକୁ ଗର୍ଭରେ ଧାରଣ କରିଥିଲେ। ଏଥିପାଇଁ ତାଙ୍କୁ ଲୋକେ ଗର୍ଭବତୀ ପୁରୁଷ ବୋଲି ଡାକୁଥିଲେ।
ମହାରାଷ୍ଟ୍ରର ନାଗପୁର ଅଞ୍ଚଳର ସଞ୍ଜୁ ଭଗତ ଏକ ବିରଳ ରୋଗରେ ଆକ୍ରାନ୍ତ ହୋଇଥିଲେ। ତାଙ୍କର ଏପରି ଶରୀରର ଅବସ୍ଥାକୁ ‘ଭ୍ରୂଣରେ ଭ୍ରୂଣ’ ବୋଲି କୁହାଯାଏ, ଯାହା ଏକ ଅଦୃଶ୍ୟ ଯାଅଁାଳା ସିଣ୍ଡ୍ରୋମର ଏକ ଉଦାହରଣ। ସୂଚନା ମୁତାବକ, ସଞ୍ଜୁ କାର୍ଯ୍ୟବ୍ୟସ୍ତତା ମଧ୍ୟରେ ତାଙ୍କ ପେଟଫୁଲାକୁ ଅଣଦେଖା କରିଥିଲେ। ଲୋକେ ତାଙ୍କୁ ଉପହାସ କରିବା ସହ ପରିବାର ମଧ୍ୟ ଚିନ୍ତାରେ ରହୁଥିଲେ। ୧୯୯୯ରେ ତାଙ୍କ ପେଟ ଫୁଲିବା କାରଣରୁ ସେ ଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କଲେ। ଡାକ୍ତରଙ୍କ ପାଖକୁ ଯିବାରୁ ତାଙ୍କର ଟ୍ୟୁମର ହୋଇଥିବା ଡାକ୍ତର ପ୍ରଥମେ କହିଥିଲେ। ଏହା ପରେ ତାଙ୍କର ଅସ୍ତ୍ରୋପଚାର ସମୟରେ ତାଙ୍କ ପେଟରୁ ବଡ଼ ମାଂସ ମିଳିବା ବଦଳରେ ୨ଟି ବିକଶିତ ଭ୍ରୂଣ ଦେଖିବାକୁ ପାଇଥିଲେ ଡାକ୍ତର। ଏହି ‘ଭ୍ରୂଣରେ ଭ୍ରୂଣ’ ଏପରି ଏକ ଅବସ୍ଥା, ଯେତେବେଳେ ଏକ ଯାଅଁାଳ ପ୍ରାରମ୍ଭିକ ବିକାଶ ସମୟରେ ଅନ୍ୟ ଏକ ଯାଅଁାଳ ଶରୀରକୁ ଆବଦ୍ଧ କରିଥାଏ। ପରେ ବଞ୍ଚତ୍ଥିବା ଯାଅଁାଳ ଶରୀରରେ ଏକ ଅସାଧାରଣ ମାଂସ ଗଠନ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri