ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର

ଛତ୍ରପୁର, ୧୬।୮(ଡି.ଏନ୍‌.ଏ.): ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର ସାପ । ଏଭଳି ଦୃଶ୍ୟ ଦେଖି ବାକୁ ମିଳିଛଇ ଗଞ୍ଜାମ ଜିଲା ଛତ୍ରପୁର ତମ୍ପରା ହ୍ରଦରେ। ରବିବାର ସକାଳୁ ତରେଇ ପାଟପୁର ଗ୍ରାମର କନ୍ଧ ବେହେରା ମାଛ ଧରିବା ପାଇଁ ଡଙ୍ଗା ନେଇ ଯାଇଥିଲେ । ସେ ମାଛ ଧରିବା ସମୟରେ ତାଙ୍କ ଜାଲରେ ଏକ ସାପ ପଡିଥିଲା । ସେହି ସାପକୁ ଧରି ସେ କୂଳକୁ ଆଣିଥିଲେ । ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ସାପକୁ ଉଦ୍ଧାର କରିଛନ୍ତି। ପରେ ଏହା ଅଜଗର ସାପ ବୋଲି ଚିହ୍ନଟ କରିଛନ୍ତି । ତାର ଲମ୍ବ ୯ ଫୁଟ ବୋଲି ଜଣାପଡିଛି। ପରେ ଉକ୍ତ ସାପକୁ ବ୍ରହ୍ମପୁର ଉପକଣ୍ଠ ଟମଣା ଜଙ୍ଗଲରେ ଛଡାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି । ଏହି ସାପଟିକୁ ଦେଖିବା ପାଇଁ ଲୋକଙ୍କ ଭିଡ ଜମିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୌସେନା ପକ୍ଷରୁ ଚିଲିକାରେ ନୌଚାଳନା ପ୍ରତିଯୋଗିତା: ତଟ ସୁରକ୍ଷାରେ ମତ୍ସ୍ୟଜୀବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ, କମୋଡ଼ର ଋତୁରାଜ

ବାଲୁଗାଁ,୧୮ା୧୧(ଡ଼ି.ଏନ.ଏ.): ଚିଲିକା ତଥା ସମୁଦ୍ର ତଟ ସୁରକ୍ଷା ଦିଗରେ ମତ୍ସ୍ୟଜୀବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଜଳପଥରେ ସେମାନେ ହେଲେ କର୍ଣ୍ଣଧାର ତଥା ଆଖି ଓ କାନ ସଦୃଶ।...

ହାଇକୋର୍ଟ ବାର୍‌ ବାହାରୁ ବିଚାରପତି ଚୟନପ୍ରତିବାଦରେ ୧୭ରେ କୋର୍ଟ ବର୍ଜନ

କଟକ ଅଫିସ,୭ା୬:  ହାଇକୋର୍ଟ ବାର୍‌ ବାହାରୁ ବିଚାରପତି ଚୟନ କରାଯାଉଛି। ଅର୍ଥାତ୍‌ ଯେଉଁମାନେ ହାଇକୋର୍ଟ ବାର୍‌ରେ ନିୟମିତ ପ୍ରାକ୍ଟିସ କରୁନାହାନ୍ତି କିମ୍ବା ମକଦ୍ଦମା ପରିଚାଳନା କରୁନାହାନ୍ତି...

ଏପ୍ରିଲରୁ ସ୍କୁଲ୍‌ରେ ମଧ୍ୟାହ୍ନଭୋଜନ

ଭୁବନେଶ୍ୱର, ୨୨ା୩(ବ୍ୟୁରୋ):ରାଜ୍ୟର ସ୍କୁଲଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ (ଏମ୍‌ଡିଏମ୍‌) ଦିଆଯିବ। ଏପ୍ରିଲରୁ ଏମ୍‌ଡିଏମ୍‌ ଆରମ୍ଭ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମସ୍ତ ଜିଲାପାଳଙ୍କୁ...

ରାସ୍ତାରେ ଧାନ ଗଦା କରି ଚାଷୀଙ୍କ ଆନ୍ଦୋଳନ

ପଦ୍ମପୁର,୧୩।୧: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ମାସ ବିତିଯାଇଛି । ତେବେ ଜିଲାର ପଦ୍ମପୁର ଉପଖଣ୍ଡର ବିଭିନ୍ନ ମଣ୍ଡିରେ ଏହି ପ୍ରକ୍ରିୟା ଶୀଥିଳ...

ରାଜ୍ୟରେ ୬୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଜି ୧୪ ଜଣଙ୍କ ଜୀବନ ଯାଇଛି

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୦୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ମାଟିଆସାହି ସିଲ୍‌, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବେଗୁନିଆପଡା,୭ା୪(ଡି.ଏନ.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର ବେଗୁନିଆପଡ଼ା ବ୍ଲକ, ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଅସ୍ଥାୟୀ ସଙ୍ଗରୋଧ ଗୃହ ପରିଦର୍ଶନ କରିଛନ୍ତି। ଭୁବେନଶ୍ବର ଫେରନ୍ତାଙ୍କ ସ୍ବାସ୍ଥ୍ୟ...

ତାରାତାରିଣୀ ଯାତ୍ରାରେ ଦର୍ଶନକୁ ଅନୁମତି: ଭୋଜିଭାତ, ମୁଣ୍ଡନ ବନ୍ଦ

ଛତ୍ରପୁର,୫।୪(ଡି.ଏନ୍‌.ଏ.): ଗଞ୍ଜାମର ଆରାଧ୍ୟା ଦେବୀ ଜଗତ୍‌ଜନନୀ ମା’ ତାରାତାରିଣୀଙ୍କ ପବିତ୍ର ଚୈତ୍ର ମଙ୍ଗଳବାର ପର୍ବ ନେଇ କଟକଣା ଜାରି ହୋଇଛି। ଏହି ଦିନରେ ଦର୍ଶନଭିଳାଷୀ ସମସ୍ତ...

୪ ମାସ ତଳେ କରିଥିଲେ ପ୍ରେମ ବିବାହ, ମିଳିଲା ଝୁଲନ୍ତା ମୃତଦେହ

ଗୋପାଳପୁର,୨ା୧୦(ଡି.ଏନ.ଏ.): ଗୋପାଳପୁର ଥାନା ପୋଲିସ ଶନିବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେ ହେଲେ ମଦନମୋହନପୁର ଗ୍ରାମର ଏମ୍‌. ଶାନ୍ତି (୨୭)। ଗୋଳନ୍ଥରା...

Advertisement
Archives

Model This Week