ମୁଣ୍ଡ, ହାତ ନ ଥିବା ଶିଶୁ ଜନ୍ମ

ଠାକୁରମୁଣ୍ଡା,୧୯ା୧୧(ତାରାକାନ୍ତ ପଟ୍ଟନାୟକ)ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଜଣେ ଗର୍ଭବତୀ ୨ ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି। ଜନ୍ମିତ ଶିଶୁଙ୍କ ମଧ୍ୟରୁ ଗୋଟିଏ ଶିଶୁ କନ୍ୟାର ମୁଣ୍ଡ ଓ ଗୋଡ଼ ନ ଥିବା ଦେଖାଯାଇଛି। ଖବର ପ୍ରଚାର ପରେ ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ସୀମାନ୍ତ କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ପଣସଡ଼ିହା ପଞ୍ଚାୟତ ରାଉତ ମୁଦୟାଙ୍କ ସ୍ତ୍ରୀ ସଦୁଗାମଙ୍କ ଗର୍ଭଯନ୍ତ୍ରଣା ହୋଇଥିଲା। ତାଙ୍କୁ ଡାକ୍ତରଖାନା ଆଣିବା ବାଟରେ ଆମ୍ବୁଲାନ୍ସରେ ଗୋଟିଏ ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଥିଲେ। ପରେ ତାଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଦିନ ପ୍ରାୟ ୪.୧୫ ମିନିଟ୍‌ ସମୟରେ ମୃତ ଅବସ୍ଥାରେ ଆଉ ଏକ ମୁଣ୍ଡ ହାତ ନ ଥିବା ଶିଶୁ କନ୍ୟାକୁ ଜନ୍ମ ଦେଇଥିଲେ। ସୁଦଗାମଙ୍କ ଏହା ୪ ର୍ଥ ଗର୍ଭରୁ ୨ ଶିଶୁ ଜନ୍ମଲାଭ କରିଥିବା ଜଣାପଡ଼ିଛି। ଅନ୍ୟ ଶିଶୁର ଅବସ୍ଥା ଭଲ ଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି। ପୂର୍ବରୁ ତାଙ୍କର ୨ ଝିଅ ଓ ଗୋଟିଏ ପୁଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

କର୍ଲାମୁଣ୍ତା କଅଁସିଲ ଗ୍ରାମରେ ଫେଲ୍ ମାରିଛି ବସୁଧା ଯୋଜନା, ବିଡ଼ିଓଙ୍କ ଦ୍ବାରସ୍ଥ ହେଇ ଗ୍ରାମବାସୀ କହିଲେ….

ରିଷିଡା,୧।୭(ସୁଶାନ୍ତ ମଲ୍ଲିକ): ବିଡ଼ିଓଙ୍କ ଦ୍ବାରସ୍ଥ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ କଅଁସିଲ ଗ୍ରାମର ଗ୍ରାମବାସୀ। ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ସରକାରଙ୍କ ‘ବସୁଧା ଯୋଜନା’…

ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…

ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ…

ବଡ଼ ଘୋଷଣା କଲେ ସରକାର; ଏତିକି ମାସ ଯାଏ WFH କରିବେ ୫୦% କର୍ମଚାରୀ, ଗାଡ଼ି ପାର୍କିଂ…

ନୂଆଦିଲ୍ଲୀ,୧।୭: ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଏକ ମାଷ୍ଟର ପ୍ଲାନ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ, ନଭେମ୍ବର ୧ ରୁ ଫେବୃଆରୀ ୨୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri