ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲରେ ଶିଶୁକନ୍ୟା ଜନ୍ମ

ଝାରସୁଗୁଡା ଅଫିସ,୧୧ା୮: ଝାରସୁଗୁଡା ଜିଲା କୋଭିଡ୍‌ ହସ୍ପିଟାଲରେ ସୋମବାର ରାତିରେ ଜଣେ ପ୍ରସୁତି ମହିଳା ଏକ ଶିଶୁକନ୍ୟାକୁ ଜନ୍ମ ଦେଇଛନ୍ତି। ଏ ନେଇ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି।
ସୂଚନା ମୁତାବକ, ପ୍ରସୁତି ମହିଳାଜଣଙ୍କ କରୋନାରେ ଆକ୍ରାନ୍ତ ହୋଇ ଏଠାରେ ଚିକିତ୍ସିତ ହେଉଥିଲେ। ସୋମବାର ତାଙ୍କ ଗର୍ଭଯନ୍ତ୍ରଣା ହେବାରୁ ପ୍ରସୁତି ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା.ଦେବେନ୍ଦ୍ର ନାୟକ ଓ ତାଙ୍କ ସହଯୋଗୀମାନେ ଉକ୍ତ ମହିଳାଙ୍କ ପ୍ରସବ କରାଇଥିଲେ। ମା’ ଓ ଶିଶୁ ବର୍ତ୍ତମାନ ସୁସ୍ଥ ଥିବା ଜଣାପଡିଛି। ଏଥିପାଇଁ ଅତିରିକ୍ତ ଜିଲାପାଳ ସାହୁ ଡାକ୍ତର ଓ ତାଙ୍କ ଟିମ୍‌କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri