Posted inଜାତୀୟ

ଛାଡ଼ପତ୍ର ପରେ ଲୋକ ସଭା ନିର୍ବାଚନରେ ମୁହାଁମୁହିଁ ପୂର୍ବତନ ଦମ୍ପତି

ନୂଆଦିଲ୍ଲୀ,୧୧ା୩: ହେବାକୁ ଥିବା ଲୋକସଭା ନିର୍ବାଚନରେ ଛାଡପତ୍ର ଦେଇଥିବା ଦମ୍ପତି ମୁହାଁମୁହିଁ ହେବେ। ରବିବାର ତୃଣମୂଳ କଂଗ୍ରେସ(ଟିଏମସି) ପ୍ରାର୍ଥୀ ଘୋଷଣା ପରେ ଏହି ସମୀକରଣ ସୃଷ୍ଟି ହୋଇଛି। ସୁଜତା ମଣ୍ଡଳ ଟିଏମସି ଟିକେଟ୍ରୁ ତାଙ୍କ ପୂର୍ବତନ ସ୍ୱାମୀ ସୋମିତ୍ର ଖାନ ଭାଜପା ପ୍ରାଥୀଙ୍କ ବିରୁଦ୍ଧରେ ନିର୍ବାଚନ ଲଢ଼ିବେ। ଦୁହେଁ ବୃନ୍ଦାବନ ବ୍ୟାଙ୍କକୁରା ଜିଲ୍ଲାର ବିଷ୍ଣୁପୁର ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ।

ଭାଜପା ଚଳିତ ମାସ ଆରମ୍ଭରେ ବିଷ୍ଣୁପୁରରୁ ଏହାର ପ୍ରାର୍ଥୀ ଘୋଷଣା କରିଥିଲା। ରବିବାର ତୃଣମୂଳ ସମାନ ଆସନରୁ ସୁଜାତା ମଣ୍ଡଳଙ୍କ ନାମ ଘୋଷଣା କରିଛି।

ସୂଚନାଯୋଗ୍ୟ ୨୦୨୧ ବିଧାନସଭା ନିର୍ବାଚନ ପୂର୍ବରୁ ଏହି ଦମ୍ପତି ଅଲଗା ହୋଇଯାଇଥିଲେ। ଯେତେବେଳେ ତାଙ୍କ ପତ୍ନୀ ଟିଏମସି ସଦସ୍ୟ ଭାବରେ ରାଜନୀତିରେ ଯୋଗ ଦେଇଥିଲେ ସେତେବେଳେ ଖାନ ଛାଡପତ୍ର ଘୋଷଣା କରିଥିଲେ।

୨୦୧୯ ଲୋକସଭା ନିର୍ବାଚନ ପୂର୍ବରୁ ବିଷ୍ଣୁପୁରର ଜଣେ ବରିଷ୍ଠ ନେତା ଖାନ ଟିଏମସିରୁ ଭାଜପାକୁ ଯାଇଥିଲେ। ତାଙ୍କ ପତ୍ନୀ ସେହି ସମୟରେ ତାଙ୍କ ପାଇଁ ପ୍ରଚାର କରିଥିଲେ। ତେବେ ରାଜ୍ୟରେ ଏକାକୀ ଲଢ଼ିବା ପାଇଁ ଟିଏମସି ପଶ୍ଚିମବଙ୍ଗରେ ୪୨ ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri