ପ୍ରିୟଙ୍କା-ଶାହରୁଖ୍‌ଙ୍କ ସହ ଷ୍ଟେଜ୍‌ରେ ଘଟିଥିଲା ଏକ ବଡ଼ ଦୁର୍ଘଟଣା, ଜାଣିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ଶାହାରୁଖ କେତେକ ଫିଲ୍ମରେ ଏକାଠି କାମ କରିଛନ୍ତି। ମାତ୍ର ୧୭ ବର୍ଷ ତଳେ ଏହି ଦୁଇ କଳାକାରଙ୍କ ସହ ଏମିତି ଏକ ଘଟଣା ଘଟିଥିଲା, ଯାହା ଶୁଣିଲେ ଲୋମ ଟାଙ୍କୁରି ଉଠିବ। ପ୍ରିୟଙ୍କା ଏବଂ ଶାହାରୁଖ ଷ୍ଟେଜ୍‌ ଉପରେ ଥିଲେ। ଏହି ସମୟରେ ପ୍ରଚଣ୍ଡ ଶବ୍ଦ କରି ଏକ ବୋମା ଫୁଟିଥିଲା। ସେମାନେ ବୁଝି ପାରି ନ ଥିଲେ କ’ଣ ଘଟିଲା।

ଏକ ସାକ୍ଷାତକାରରେ ପ୍ରିୟଙ୍କା କହିଛନ୍ତି, ୨୦୦୪ରେ ସେ ଯେତେବେଳେ ଶାହାରୁଖ ଖାନ୍‌, ସେଲିନା ଜେଟ୍‌ଲି ଏବଂ ଜାୟଦ ଖାନ୍‌ଙ୍କ ସହ ସେ ୟୁଏସ୍‌ଏ ଯାଇଥିଲେ। ସେମାନେ ଶ୍ରୀଲଙ୍କା ବି ଯାଇଥିଲେ। ସେଠାରେ ବୌଦ୍ଧ ଭିକ୍ଷୁମାନେ ତାଙ୍କ ପରଫର୍‌ମାନ୍ସରେ ଖୁସି ନ ଥିଲେ। ଲୋକପ୍ରିୟ ବୌଦ୍ଧ ଭିକ୍ଷୁଙ୍କ ପୁଣ୍ୟତିଥି ପଡ଼ିଥିଲା। ପ୍ରିୟଙ୍କା କହିଛନ୍ତି, ଏହି ସମୟରେ ଶାହାରୁଖ ଏବଂ ସେ ଷ୍ଟେଜ୍‌ରେ ଡ୍ୟାନ୍ସ କରୁଥିଲେ। ମାତ୍ର ଡ୍ୟାନ୍ସର ସିକ୍ୱେନ୍ସ ଦେଖି ତାଙ୍କୁ ଡ୍ରେସ ଚେଞ୍ଜ କରିବାକୁ ପଡ଼ିଥିଲା। ଏଥିପାଇଁ ସେ ବ୍ୟାକ୍‌ଷ୍ଟେଜ୍‌ ଯାଇଥିଲେ। ଠିକ୍‌ ଏତିକି ବେଳେ ହଠାତ୍‌ ଏକ ଶବ୍ଦ ଶୁଭିଲା। ପ୍ରଥମେ ସେ ଜାଣିପାରି ନ ଥିଲେ ଏହା କି ଶବ୍ଦ। ପରେ ଜାଣିଲେ ବମ୍‌ ଫୁଟିଥିଲା। ତାଙ୍କଠାରୁ ମାତ୍ର ୬ ଫୁଟ ଦୂରରେ ଏହି ଘଟଣା ଘଟିଥିଲା। ସୌଭାଗ୍ୟବଶତଃ ଶାହାରୁଖ ଏବଂ ସେ ବଞ୍ଚି ଯାଇଥିଲେ। ଆଜି ବି ସେହି କଥା ମନେ ପଡ଼ିଲେ ଭୟରେ ଥରି ଉଠନ୍ତି ପ୍ରିୟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri