ଭାରତୀୟ କୁସ୍ତି ସଂଘର ସଦସ୍ୟତା ରଦ୍ଦ

ନୂଆଦିଲ୍ଲୀ,୨୪।୮: ବିଶ୍ୱ କୁସ୍ତି ସଂଘ (ୟୁନାଇଟେଡ ୱାଲର୍‌ଡ ରେସଲିଂ) ଭାରତୀୟ କୁସ୍ତି ସଂଘର ସଦସ୍ୟତାକୁ ରଦ୍ଦ କରିଦେଇଛି। ଭାରତୀୟ କୁସ୍ତି ସଂଘରେ ନିବର୍ରଚନ ନ ହେବା କାରଣରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କୁସ୍ତି ସଂଘର ସଦସ୍ୟତା ରଦ୍ଦ ହେତୁ ଆଗାମୀ ବିଶ୍ୱ କୁସ୍ତି ଚାମ୍ପିୟନଶିପରେ ଭାରତୀୟ କୁସ୍ତିଯୋଦ୍ଧାମାନେ ଭାରତର ପତାକା ତଳେ ଖେଳିବେ ନାହିଁ।

ସେପ୍ଟେମ୍ବର ୧୬ରୁ ଆରମ୍ଭ ହେବାକୁ ଥିବା ଅଲିମ୍ପିକ କ୍ୱାଲିଫାଇଙ୍ଗ୍‌ ବିଶ୍ୱ ଚାମ୍ପିୟନଶିପରେ ଭାରତୀୟ କୁସ୍ତିଯୋଦ୍ଧାମାନଙ୍କୁ ‘ନ୍ୟୁଟ୍ରାଲ ଆଥଲେଟ’ ଭାବରେ ଭାଗ ନେବାକୁ ପଡିବ। ରେସଲିଂ ଫେଡେରେଶନ ଅଫ ଇଣ୍ଡିଆର ପୂର୍ବତନ ଅଧ୍ୟକ୍ଷ ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ କାର୍ଯ୍ୟକାଳ ବହୁ ଦିନରୁ ଶେଷ ହୋଇଯାଇଛି। ଏହା ପରେ କୁସ୍ତି ସଂଘରେ ନିର୍ବାଚନ କରିବାକୁ ଅନେକ ଚେଷ୍ଟା କରାଯାଇଛି ଏବଂ ସୁପ୍ରିମକୋର୍ଟ କେତେକ ଥର ନିର୍ବାଚନ ପାଇଁ ତାରିଖ ସ୍ଥିର କରିଛନ୍ତି, କିନ୍ତୁ ଅଲଗା ଅଲଗା ହାଇକୋର୍ଟ ଅଲଗା ଅଲଗା ରାଜ୍ୟର କୁସ୍ତି ସଂଘର ଆବେଦନ ଆଧାରରେ ନିର୍ବାଚନରେ ରୋକ ଲଗାଇଆସିଛନ୍ତି। ଏହି କାରଣରୁ କୁସ୍ତି ସଂଘର ନିର୍ବାଚନ ଏ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

AAP କୁ ଶକ୍ତ ଝଟକା, ଦଳ ଛାଡିବାର ଅସଲ କାରଣ କହି ହାତ ଧରିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩।୧୦: ଆମ ଆଦମୀ ପାର୍ଟି (AAP)ର ଜାତୀୟ ମୁଖ୍ୟ ମୁଖପାତ୍ର ପ୍ରିୟଙ୍କା କକ୍କର କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। କକ୍କର ଦୀର୍ଘ ଦିନ ଧରି AAP ସହିତ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?