ସଚିବ ସ୍ତରୀୟ ବୈଠକରେ ଆସିଲା ବଡ଼ ନିଷ୍ପତ୍ତି: ବିଦା ହେବେ…

ଭୁବନେଶ୍ୱର,୧୬।୭: ସଚିବ ସ୍ତରୀୟ ବୈଠକରେ ଆସିଲା ବଡ଼ ନିଷ୍ପତ୍ତି। ଏଣିକି ବିଦା ହେବେ ଅପାରଗ , ଅଯୋଗ୍ୟ ଅଧିକାରୀ। ଅପାରଗ , ଅଯୋଗ୍ୟ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ନିଦ୍ଦେର୍ର୍ଶ ଦିଆଯାଇଛି। ଏନେଇ ସବୁ ବିଭାଗର ପ୍ରମୁଖ ସଚିବ ଓ ACSଙ୍କୁ ଚିଠି ହୋଇଛି। GA ବିଭାଗର ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟ ଶାସନ ସଚିବ ଜୋର୍‌ ଦେଇଛନ୍ତି। ସରକାରୀ ଅଧିକାରୀ ବା କର୍ମଚାରୀମାନଙ୍କ କାର୍ଯ୍ୟକୁ ବିଭାଗର ବିଭିନ୍ନ ସ୍ତରରେ ସମୀକ୍ଷା କରାଯିବ। ଏଥିସହିତ ସରକାରୀ କାର୍ଯ୍ୟ ଠିକ୍‌ ଭାବରେ ସମ୍ପାଦନ କରୁନଥିବା ଅପାରଗ ଏବଂ ଆଯୋଗ୍ୟ ଅଧିକାରୀ ବା କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ନିର୍ଦେଶ ଦିଆଯାଇଛି। ଠିକ ସମୟରେ ଅଫିସ ଆସିବା ଉପରେ ବି ଗୁରୁତ୍ୱାରୋପ କରାଯାଇଛି। ତେବେ ଜୁଲାଇ ୩୧ ସୁଦ୍ଧା ଖାଲି ପଦବୀର ତଥ୍ୟ ଦେବାକୁ ନିର୍ଦେଶ ଦିଆଯାଇଛି।

ଅନ୍ୟପଟେ ବଢ଼ିବ ପ୍ରାଶାସନିକ ଅଧିକାରୀଙ୍କ ଦକ୍ଷତା। ସବୁ ବିଭାଗରେ ନିଯୁକ୍ତ ହେବେ ଏଷ୍ଟାବ୍ଲିସମେଣ୍ଟ ଅଫିସର। ସତନ୍ତ୍ର ବା ଅତିରିକ୍ତ ସଚିବ ପାହ୍ୟାର ଅଧିକାରୀଙ୍କୁ ଦାୟିତ୍ୱ ମିଳିବ। ବଦଳି, ନିଯୁକ୍ତି, ପେନସନ, କାର୍ଯ୍ୟାନୁଷ୍ଠାନ କରିବେ ଅଧିକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri