କି ସଙ୍କେତ ଦେଉଛନ୍ତି ମହାପଭୁ, କାହିଁକି ହୁହୁ ହୋଇ ଜଳି ଉଠିଲା…

ପୁରୀ,୨୪।୧୧: କି ସଙ୍କେତ ଦେଉଛନ୍ତି ମହାପଭୁ। ଆଗକୁ କ’ଣ ଘଟିବ। ଏନେଇ ଓଡ଼ିଶାବାସୀ ଭୟଭୀତ ଥିବା ଚର୍ଚ୍ଚା ହେଉଛି। ରବିବାର ଶ୍ରୀମନ୍ଦିର ସମ୍ମୁଖରେ ଅରୁଣ ସ୍ତମ୍ଭ ନିକଟରେ ଦେଖିବାକୁ ମିଳିଛି କିଛି ଏଭଳି ଦୃଶ୍ୟ। ଯେଉଁଠି ହଠାତ୍‌ ହୁତୁହୁତୁ ହୋଇ ଜଳିଉଠିଲା ଏକ ବଡ଼ ଦୀପ। ତେବେ ଦୀପଟି କେଉଁ କାରଣ ଯୋଗୁ ଜୋର ଜଳିଲା ତାହା ଜଣାପଡ଼ି ନାହିଁ। ଅଗ୍ନିଶମ କର୍ମଚାୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri