କି ସଙ୍କେତ ଦେଉଛନ୍ତି ମହାପଭୁ, କାହିଁକି ହୁହୁ ହୋଇ ଜଳି ଉଠିଲା…

ପୁରୀ,୨୪।୧୧: କି ସଙ୍କେତ ଦେଉଛନ୍ତି ମହାପଭୁ। ଆଗକୁ କ’ଣ ଘଟିବ। ଏନେଇ ଓଡ଼ିଶାବାସୀ ଭୟଭୀତ ଥିବା ଚର୍ଚ୍ଚା ହେଉଛି। ରବିବାର ଶ୍ରୀମନ୍ଦିର ସମ୍ମୁଖରେ ଅରୁଣ ସ୍ତମ୍ଭ ନିକଟରେ ଦେଖିବାକୁ ମିଳିଛି କିଛି ଏଭଳି ଦୃଶ୍ୟ। ଯେଉଁଠି ହଠାତ୍‌ ହୁତୁହୁତୁ ହୋଇ ଜଳିଉଠିଲା ଏକ ବଡ଼ ଦୀପ। ତେବେ ଦୀପଟି କେଉଁ କାରଣ ଯୋଗୁ ଜୋର ଜଳିଲା ତାହା ଜଣାପଡ଼ି ନାହିଁ। ଅଗ୍ନିଶମ କର୍ମଚାୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସିବେ ରାଷ୍ଟ୍ରପତି, ଜନ୍ମଦିନରେ ଯିବେ ଶାଶୁଘର

ବାରିପଦା, ୧୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି। ୨୦ତାରିଖ ଶନିବାର ଜନ୍ମମାଟିରେ ସେ ତାଙ୍କ ଜନ୍ମଦିନ ପାଳନ କରିବେ। ଏହିଦିନ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri