Posted inଜାତୀୟ

ଶପଥ ପୂର୍ବରୁ ହୋଇଗଲା ବଡ଼ ଓଲଟପାଲଟ! ଫଡନଭିସଙ୍କ ସରକାରରେ ସାମିଲ୍‌ ହେବେନି…

ମୁମ୍ବାଇ,୫।୧୨: ମହାରାଷ୍ଟ୍ରରେ ନୂଆ ସରକାର ଗଠନ ପାଇଁ ଆଉ ମାତ୍ର କେଇ ଘଣ୍ଟା ବାକି ଅଛି। ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡନଭିସ। ତେବେ ଏହା ପୂର୍ବରୁ ଦେଖିବାକୁ ମିଳିଛି ନୂଆ ଡ୍ରାମା। ଯଦି ଏକନାଥ ସିନ୍ଦେ ଉପମୁଖ୍ୟମନ୍ତ୍ରୀ ହେବେନି ତେବେ ମହାୟୁତି ସରକାରରେ ଆମେ ମଧ୍ୟ ସାମିଲ ହେବୁ ନାହିଁ। ଏଭଳି ଦାବି କରିଛି ଶିବସେନା।

ଦେବେନ୍ଦ୍ର ଫଡନବିସଙ୍କ ଶପଥ ଗ୍ରହଣ ପୂର୍ବରୁ ଶିବସେନା ବିଧାୟକ ଉଦୟ ସାମନ୍ତ ଏକ ବଡ଼ ବୟାନ ଦେଇଛନ୍ତି। ଗଣମାଧ୍ୟମକୁ ଉଦୟ ସାମନ୍ତ କହିଛନ୍ତି ଯେ ଯଦି ଏକନାଥ ଶିନ୍ଦେ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନ ନିଅନ୍ତି, ତା’ହେଲେ ତାଙ୍କ ଦଳର କୌଣସି ବିଧାୟକ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ ନାହିଁ। ସେମାନେ ମନ୍ତ୍ରୀ ପଦ ଗ୍ରହଣ କରିବେ ନାହିଁ।

ସେହିପରି ଆଉ ଜଣେ ଶିବସେନା ନେତା ଦୀପକ କେସରକର କହିଛନ୍ତି, ଶିନ୍ଦେ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ କି ନାହିଁ। ଏହାର ଘୋଷଣା ସେ ନିଜେ କରିବେ। ଆମେ ସମସ୍ତେ ଶିନ୍ଦେଙ୍କୁ କହିଛୁ ଯେ ଯଦି ସେ ସରକାରରେ ରୁହନ୍ତି ନାହିଁ ତେବେ ଶିବସେନାରୁ ବି କେହି ରହିବେ ନାହିଁ। ଆମେ ଚାହୁଁ ଯେ ଶିନ୍ଦେ ସରକାରରେ ରୁହନ୍ତୁ। ତେବେ ମହାରାଷ୍ଟ୍ର କ୍ୟାବିନେଟ ନେଇ ଏପର୍ଯ୍ୟନ୍ତ ଚିତ୍ର ସ୍ପଷ୍ଟ ହୋଇନାହିଁ। କୁହାଯାଉଛି ଯେ, କ୍ୟାବିନେଟ ସମ୍ପର୍କରେ ଭାଜପା, ଶିବସେନା ଏବଂ ଏନସିପି ମଧ୍ୟରେ ପ୍ରାୟ ଏକ ସହମତି ହୋଇଛି। କେବଳ ବିଭାଗ ବଣ୍ଟନ ଏବଂ ନାମ ଘୋଷଣା ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri