Posted inଖେଳ

ସେମିଫାଇନାଲ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ମେଲବୋର୍ନ,୮।୧୧: ନଭେମ୍ବର ୧୦ରେ ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ମ୍ୟାଚ ପୂର୍ବରୁ ଆଡିଲେଡରେ ଟିମ ଇଣ୍ଡିଆକୁ ଏକ ବଡ଼ ଝଟ୍‌କା ଲାଗିଛି। ଅଭ୍ୟାସ ଅଧିବେଶନରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ତାଙ୍କ ଡାହାଣ ହାତରେ ଆଘାତ ଲାଗିଥିବା କୁହାଯାଉଛି। ତେବେ ଏହି ଆଘାତ କେତେ ଗୁରୁତର ତାହା ପ୍ରକାଶ ପାଇନାହିଁ।
ରୋହିତ ଶର୍ମା ତାଙ୍କ ଡାହାଣ ହାତରେ ଆଘାତ ଲାଗିବା ମାତ୍ରେ ତୁରନ୍ତ ବ୍ୟାଟିଂ ଅଭ୍ୟାସ ବନ୍ଦ କରିଦେଇଥିଲେ। ଆଘାତ ପରେ ରୋହିତଙ୍କୁ ବରଫ ପ୍ୟାକ ସହିତ ବସିଥିବାର ନଜର ଆସିଥିଲେ। ରୋହିତ ଶର୍ମାଙ୍କ ଅଙ୍ଗଭଙ୍ଗୀରୁ ଏହା ସ୍ପଷ୍ଟ ହୋଇଥିଲା ଯେ ସେ ଯନ୍ତ୍ରଣା ଅନୁଭବ କରୁଛନ୍ତି।
ଯଦି ଅଧିନାୟକ ରୋହିତ ଶର୍ମାଙ୍କ ଆଘାତ ଗୁରୁତର ହୋଇଯାଏ, ତେବେ ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ପୂର୍ବରୁ ଏହା ଟିମ ଇଣ୍ଡିଆ ପାଇଁ ଏକ ବଡ଼ ଝଟ୍‌କା ବୋଲି ପ୍ରମାଣିତ ହୋଇପାରେ। ଭାରତୀୟ କ୍ରିକେଟ ପ୍ରଶଂସକଙ୍କ ପାଇଁ ଏହା ମଧ୍ୟ ନିରାଶାଜନକ ବିଷୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?