ବିଜେଡିକୁ ପୁଣି ବଡ଼ ଝଟ୍‌କା: ପଦ୍ମ ଧରିଲେ ବ୍ଳକ ଅଧ୍ୟକ୍ଷା, ସରପଞ୍ଚ

ରାଇକିଆ,୧୩।୧(ପ୍ରଦୀପ ବେହେରା): ପଦ୍ମ ଧରିଲେ କନ୍ଧମାଳ ଜିଲା ରାଇକିଆ ବ୍ଳକ ଅଧ୍ୟକ୍ଷା ରିନା ପ୍ରଧାନ ଓ ରାଇକିଆ ସରପଞ୍ଚ ଗୀତାଞ୍ଜଳୀ ନାୟକ। ମଙ୍ଗଳବାର ରାଇକିଆଠାରେ ଅନୁଷ୍ଠିତ ଆତ୍ମନିର୍ଭର ଭାରତ ସମୃଦ୍ଧ ସମାବେଶ ଅବସରରେ ନିଜ ନିଜ ସମର୍ଥକଙ୍କ ସହ କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ ଏବଂ ଜଲା ଭାଜପା ସଭାପତି ପଣ୍ଡିତ ବିଶ୍‌ ମାଝୀଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି । ଉଭୟ ଦୀର୍ଘ ବର୍ଷ ହେଲା ବିଜେଡିରେ ରହି ବିଭିନ୍ନ ସାଙ୍ଗଠନିକ ପଦବୀରେ କାର୍ଯ୍ୟ କରି ଆସିଥିଲେ । ଏଥି ସହ ପୂର୍ବତନ ବ୍ଲକ ବିଜେଡି ସଭାପତି ରାଜମୋହନ ଦିଗାଲ, ସୁଧାଂଶୁ ପାଣିଗ୍ରାହୀଙ୍କ ସମେତ ବିଭିନ୍ନ ଦଳରୁ ବହୁ ସଂଖ୍ୟାରେ ଭାଜପାରେ ଯୋଗ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri