ରାଜନୈତିକ ହିଂସା ରୋକିବାକୁ ପୋଲିସର ବଡ଼ ପଦକ୍ଷେପ, ରାତି ସାଢ଼େ ୮ଟା ପରେ ଦୋକାନ ବଜାର ବନ୍ଦ

ଗଞ୍ଜାମ,୨୮।୫: ରାଜନୈତିକ ହିଂସା ରୋକିବାକୁ ପୋଲିସର ବଡ଼ ପଦକ୍ଷେପ । ଜୁନ ୪ ତାରିଖ ପର୍ଯ୍ୟନ୍ତ ରାତି ସାଢ଼େ ୮ଟା ପରେ ସବୁ ଦୋକାନ ବଜାର ବନ୍ଦ ରହିବ ବୋଲି ପୋଲିସ କହିଛି। ରାତି ସାଢ଼େ ୮ଟା ପରେ ଗଞ୍ଜାମ ଜିଲାରେ କୌଣସି ହୋଟେଲ, ଢାବା କି ଚା’ ଦୋକାନ ଖୋଲା ରହିବ ନାହିଁ ବୋଲି ନିର୍ଦ୍ଦେଶାବଳୀ ଜାରି ହୋଇଛି।

ଗଞ୍ଜାମ ଜିଲାରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ସରିଛି। ମତଦାନ ପୂର୍ବରୁ ଓ ପରେ ବିଭିନ୍ନ ସ୍ଥାନରେ ଉଗ୍ରରୂପ ନେଇଛି ରାଜନୈତିକ ହିଂସା। ଜୁନ ୪ ତାରିଖରେ ଭୋଟଗଣତି ଥିବାବେଳେ ଘୋଷଣା ପରେ ପୁନର୍ବାର ହିଂସାକାଣ୍ଡ ଆଶଙ୍କା ରଖି ଏପରି ଆଗୁଆ ପଦକ୍ଷେପ ନିଆଯାଇଛି । ଏହି ସୂଚନା ଦେଇଛନ୍ତି ଗଞ୍ଜାମ ଏସପି ଜଗମୋହନ ମୀନା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ଉପନିର୍ବାଚନ ପରେ ରାଜନୈତିକ ପରିବର୍ତ୍ତନର ସମ୍ଭାବନା, ଭାଙ୍ଗିଯିବ…

ଭୁବନେଶ୍ୱର,୧୬ା୧୧(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନ ଫଳାଫଳ ଆସିବା ପରେ ଓଡ଼ିଶା ରାଜନୀତିରେ ଅନେକ ରାଜନୈତିକ ଅଙ୍କ ବଦଳିବା ନେଇ ଏବେଠାରୁ ଚର୍ଚ୍ଚା ହେଲାଣି। ଯଦିଓ ଏବେ...

ଡିଏସ୍‌ପି, ଆଇଆଇସିଙ୍କ ବଦଳି ଅଙ୍କ ଛିଣ୍ଡୁନି

ଭୁବନେଶ୍ୱର,୧୬ା୧୧(ତ୍ରିନାଥ ମହାନ୍ତି): ରାଜ୍ୟ ପୋଲିସ ବିଭାଗରେ ସବୁକିଛି ଠିକ୍‌ଠାକ୍‌ ଚାଲିନାହିଁ। ଡିଏସ୍‌ପି, ଆଇଆଇସିଙ୍କ ବଦଳି ଓ ନୂଆ ଦାୟିତ୍ୱକୁ ନେଇ ଅଙ୍କ ଛିଣ୍ଡୁନି। ଫଳରେ ପଦୋନ୍ନତି...

ଜାତୀୟ ପ୍ରେସ୍‌ ଦିବସ: ଭ୍ରମାତ୍ମକ ଖବର ଓ ଗଣମାଧ୍ୟମର ବିଶ୍ୱସନୀୟତା

ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ ଗଣମାଧ୍ୟମ ସଦା ଦେଶ ଓ ସମାଜ ନିର୍ମାଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଆସୁଛି। ସତ୍ୟର ସନ୍ଧାନ, ନିରପେକ୍ଷ ଖବର ପ୍ରସାରଣ...

ଜୟଙ୍କ ନେତୃତ୍ୱରେ ୧ ନମ୍ବର ଜିଲା ହେବ ନୂଆପଡ଼ା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୧(ସୁନିତ୍‌ ମିଶ୍ର): ଭାଜପା ନୂଆପଡ଼ା ଉପନିର୍ବାଚନରେ ବିଜୟ ଲାଭ କରି ଇତିହାସ ରଚିଛି। ନୂଆପଡ଼ାବାସୀ ଭାଜପା ଉପରେ ଭରସା ଓ ବିଶ୍ୱାସ ରଖିଛନ୍ତି। ନୂଆପଡ଼ାରେ ଏଥର...

ଓଡ଼ିଶାର ସବୁ ବନ୍ଦରରେ ରହିବ କୋଷ୍ଟଗାର୍ଡ ବର୍ଥ

ପାରାଦୀପ ୧୬ା୧୧(ଶରତ ରାଉତ): ସାମ୍ପ୍ରତିକ ଭୂ-ରାଜନୈତିକ ଓ ସାମରିକ ଘଟଣାକ୍ରମକୁ ଦେଖିଲେ ଉପକୂଳ ଅଞ୍ଚଳ ଓ ବନ୍ଦରଗୁଡ଼ିକର ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ଏହାକୁ ହୃଦୟଙ୍ଗମ କରାଯାଇ...

ହେଲା କନଫର୍ମ… ଏହିଦିନ ଇସ୍ତଫା ଦେବେ ନୀତୀଶ! ଜାଣନ୍ତୁ କିଏ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ

ପାଟନା,୧୫।୧୧: ବିହାରରେ ନୂଆ ସରକାର ଗଠନ ପ୍ରକ୍ରିୟା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ନିର୍ବାଚନ ଫଳାଫଳ ପରେ, ଭାଜପା ଏବଂ ଏନଡିଏ ମେଣ୍ଟ ଏକ ବଡ଼...

ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୧୧: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏମ୍ସ ଡାକ୍ତରଙ୍କ ସହ ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ...

ଲାଞ୍ଜିଗଡ଼ର ବିକାଶ ପାଇଁ ଜିଲାପାଳଙ୍କୁ ଭେଟିଲେ ଅଞ୍ଚଳବାସୀ

ଲାଞ୍ଜିଗଡ଼,୧୫ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସହରକୁ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ରୂପେ ଘୋଷଣା କରାଯିବା ପାଇଁ ରାଜ୍ୟ ସରକାରଙ୍କୁ...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri