ଝଡ଼ବର୍ଷାରେ ଭାଙ୍ଗିଲା ବଡ଼ବଡ଼ ଗଛ

ରାୟଗଡ଼ା,୫ା୪(ସ୍ବ.ପ୍ର.): ଅଦିନିଆ ଝଡ଼ବର୍ଷା ଯୋଗୁ ରାୟଗଡ଼ା ସହର ରାସ୍ତାରେ ବଡ଼ବଡ଼ ଗଛ ଭାଙ୍ଗିପଡ଼ିଛି। ବୁଧବାର ସନ୍ଧ୍ୟାରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ହେବାରୁ ସହରର ରିଙ୍ଗ୍‌ରୋଡସ୍ଥିତ ୟୁଜିଏମଆଇଟି ନିକଟରେ, ନ୍ୟୁ କଲୋନୀ ରୋଡ୍‌ ଭିଗିନାନ ବିଦ୍ୟାଳୟଠାରେ ଗଛ ଭାଙ୍ଗିପଡ଼ିଛି। ସେହିଭଳି ରାୟଗଡ଼ା ରାସ୍ତାରେ କୋଟଲାଗୁଠାରୁ ହାଲୁଆ ଏବଂ ହାଲୁଆଠାରୁ କଣ୍ଟିଗୁଡ଼ା ସମେତ ଗୁମ୍ମା ପର୍ଯ୍ୟନ୍ତ ଗଛ ଭାଙ୍ଗି ରାସ୍ତା ଜାମ ରହିଥିବା ଜଣାପଡ଼ିଛି। ଏଥିସହିତ ମୁକୁନ୍ଦପୁର ଘାଟିରେ ମାଟି ଅତଡ଼ା ଖସିଥିବା ମଧ୍ୟ ସୂଚନା ମିଳିଛି। ଖବର ପାଇ ରାୟଗଡ଼ା ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଗଛଗଡ଼ିକୁ କାଟି ରାସ୍ତାରୁ ସଫା କରୁଛନ୍ତି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଧନଜୀବନ କ୍ଷତି ହୋଇଥିବା ସୂଚନା ମିଳିନାହିଁ। ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ନେଇ ଜୋର୍‌ ଧରିଲା ଦାବି

ଅମରପାଲି,୧୧ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନକୁ ନେଇ ବିଭିନ୍ନ ଗ୍ରାମ ମଧ୍ୟରେ ଦାବି ଜୋର ଧରିଛି। ନିଜ…

ହାର୍ଦ୍ଦିକଙ୍କ ବିଦାୟ ପରେ ମୁମ୍ବାଇର ନୂଆ କ୍ୟାପ୍ଟେନ କିଏ? ଦୌଡ଼ରେ ୪ ବଡ଼ ନାଁ , ଜାଣନ୍ତୁ କିଏ ଅଛନ୍ତି ସବୁଠୁ ଆଗରେ…

ନୂଆଦିଲ୍ଲୀ, ୧୧।୧୧: ମୁମ୍ବାଇ ଇଣ୍ଡିଆନ୍ସର ସାଥ ଛାଡ଼ିଛନ୍ତି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା। ଆଗାମୀ ଆଇପିଏଲ (ଆଇପିଏଲ ୨୦୨୭)ରେ ସେ ପଞ୍ଜାବ କିଙ୍ଗ୍ସ ପାଇଁ ଖେଳୁଥିବା ନଜର ଆସିବେ।…

ଏୟାରଇଣ୍ଡିଆ ବିମାନକୁ ଅପହରଣ ଧମକ, ଉଡ଼ାଣ ପୂର୍ବରୁ ପାଇଖାନାରୁ ମିଳିଲା…

କୋଲକାତା,୧୧ା୧୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷ ବିମାନବନ୍ଦରରେ ଖେଳିଯାଇଛି ହଇଚଇ। କୋଲକାତାରୁ ମୁମ୍ବାଇ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନକୁ ଉଡ଼ାଣ ପୂର୍ବରୁ କ୍ୟାନ୍‌ସେଲ୍‌ କରାଯାଇଛି।…

ମୁମ୍ବାଇ ଇଣ୍ଡିଆନ୍ସ ଛାଡି ପଞ୍ଜାବ କିଙ୍ଗ୍ସ ଗଲେ ହାର୍ଦ୍ଦିକ ପାଣ୍ଡ୍ୟା: ଏତିକି କୋଟି ଟଙ୍କାରେ କିଣିଲା ପଞ୍ଜାବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୧୧।୧୧: ମୁମ୍ବାଇ ଇଣ୍ଡିଆନ୍ସ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଅର୍ଶଦୀପ ସିଂହଙ୍କ ଟ୍ରେଡ ଡିଲ କ୍ରିକେଟ ଜଗତରେ ନୂଆ ଚର୍ଚ୍ଚା ସୃଷ୍ଟି…

ଚୁଲି ମୁହଁ ପଶ୍ଚିମକୁ କାହିଁକି? ଜାଣନ୍ତୁ ଏହା ପଛର କାରଣ…

ଆଗକାଳରେ ସମସ୍ତଙ୍କ ଘରେ ପ୍ରାୟ ଚୁଲିରେ ରୋଷେଇ ହେଉଥିଲା। ଏବେ ଯୁଗ ବଦଳିଛି ଲୋକେ ଗ୍ୟାସ୍‌ରେ ରୋଷେଇ କରୁଛନ୍ତି। ମାତ୍ର ଆଜି ବି କିଛି ଅଞ୍ଚଳରେ ଲୋକଙ୍କ…

ଶ୍ରେୟସଙ୍କ ହାତରୁ ଖସିବ ପଞ୍ଜାବ ଅଧିନାୟକ ପଦ? ହାର୍ଦ୍ଦିକ ହେବେ ନୂଆ କ୍ୟାପ୍‌ଟେନ୍‌! ଜାଣନ୍ତୁ କ’ଣ ହେଲା ଫାଇନାଲ

ନୂଆଦିଲ୍ଲୀ, ୧୧।୧୧: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପଞ୍ଜାବ କିଙ୍ଗ୍ସରେ ଏଣ୍ଟ୍ରି ହୋଇସାରିଛି। ଅର୍ଶଦୀପ ସିଂହଙ୍କ ସହ ଟ୍ରେଡ ପରେ ହାର୍ଦ୍ଦିକ ମୁମ୍ବାଇ ଇଣ୍ଡିଆନ୍ସର ସାଥ୍‌ ଛାଡ଼ି ପଞ୍ଜାବର ହାତ…

ଡ୍ରାଇଭର ବ୍ରେକ୍‌ ମାରିବା ସମୟରେ ଚଳନ୍ତା କୋଇଲା ବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ, ଚାହୁଁଚାହୁଁ…

ପରଜଙ୍ଗ,୧୧ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ମୁଣ୍ଡେଇଲୋ ଟୋଲ୍‌ଗେଟ୍‌ ନିକଟରେ ଏକ କୋଇଲା ବୋଝେଇ ଟ୍ରକ୍‌ରେ ଭୟାବହ ଅଗ୍ନିକାଣ୍ଡ…

ସାଇକେଲ ଆରୋହୀଙ୍କ ଉପରେ ଟ୍ରାକ୍ଟର ମାଡ଼ି ଯାଇ ବିଲ ଭିତରକୁ ଓଲଟିଲା, ଚାଲିଗଲା ଜଣଙ୍କ ଜୀବନ, ଆଉ ଜଣେ …

ପାଟଣା,୧୧ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ-ସୋରାସକେଳା ରାସ୍ତାର ମୂଷାଖୋରୀ ପାଣି ଟାଙ୍କି ନିକଟରେ ବୁଧବାର ପୂର୍ବାହ୍ନରେ ଟ୍ରାକ୍ଟର ୨ଜଣ ସାଇକେଲ ଆରୋହୀଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?