ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ ବାଇକ ଚାଳକ ଓ ବାଇକ ପଛରେ ବସିଥିବା ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତଦ୍ବୟ ହେଲେ କନ୍ଧମାଳ ଜିଲା ଉଦୟଗିରି ଥାନା ମାଲିକପୁର ଗ୍ରାମର ସୁରଜ କୁମାର ପ୍ରଧାନ ଓ ଗୋକୁଳାନନ୍ଦ ନାୟକ। ଭଞ୍ଜନଗର ପୋଲିସ
ଆହତ ଦ୍ବୟଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ଏଥିସହ ବନ ବିଭାଗ କୁଟୁରାର ମରଶରୀରକୁ ଜବତ କରି ବ୍ୟବଛେଦ ପାଇଁ ସ୍ଥାନୀୟ ପ୍ରାଣୀ ଚିକିତ୍ସା କେନ୍ଦ୍ରକୁ ପଠାଇ ଦେଉଛି।
ଘଟଣାରୁ ପ୍ରକାଶ ଯେ, ଆହତ ଦ୍ବୟ କନ୍ଧମାଳ ଜିଲାରୁ ଭଞ୍ଜନଗର ଅଭିମୁଖେ ଆସୁଥିବା ସମୟରେ ହଠାତ୍‌ ଜଙ୍ଗଲ ଭିତରୁ ଏକ କୁଟୁରା ରାସ୍ତା ପାର ହେଉଥିଲା। ବାଇକ ଚାଳକ ଦ୍ବୟ ଭାରସାମ୍ୟ ହରାଇ କୁଟୁରାଙ୍କୁ ଧକ୍କା ଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୯ ଦଫା ଦାବି ନେଇ ଜିଲାପାଳଙ୍କଠାରେ ଫେରାଦ ହେଲେ ଗ୍ରାମବାସୀ

ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବଣିଆବସା ଗ୍ରାମବାସୀ ବିଭିନ୍ନ ଦାବି ନେଇ ଜିଲାପାଳଙ୍କ ନିକଟରେ ଦ୍ୱାରସ୍ଥ ହୋଇଛନ୍ତି। ଓଭର ହେଡ୍‌ ଟାଙ୍କି ମରାମତି ଓ…

ସରକାରଙ୍କ କଠୋର ନିଷ୍ପତ୍ତି, ଫିଟନେସ୍ ପ୍ରମାଣପତ୍ର ବିନା ଦିଆଯାଇପାରିବନି ପଶୁ ବଳି

କୋଲକାତା,୧୪ା୫: ଇଦ୍-ଉଲ-ଜୁହା ପୂର୍ବରୁ, ପଶ୍ଚିମବଙ୍ଗର ଭାଜପା ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ପଶୁବଳି ଉପରେ ନିଷେଧ ଲଗାଇବା ପାଇଁ ଏକ…

କେତେ ଧନୀ ନୂଆ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ, ରାହୁଲ ଗାନ୍ଧୀ ତାଙ୍କୁ କାହିଁକି ପସନ୍ଦ କରନ୍ତି? ଜାଣନ୍ତୁ…

ଥିରୁଭାନନ୍ତପୁରମ,୧୪।୫: କେରଳମ୍‌ର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଭି.ଡି. ସତିସନ। କଂଗ୍ରେସ ଦଳ ଗୁରୁବାର (୧୪ ମଇ) ତାଙ୍କ ନାମ ଘୋଷଣା କରିଛି। ୧୦ ବର୍ଷ ପରେ କେରଳରେ…

କେରଳମ୍‌ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କଲା କଂଗ୍ରେସ: ଏହି ବ୍ୟକ୍ତିଙ୍କ ମୁଣ୍ଡରେ ସୁନାକଳସ

ନୂଆଦିଲ୍ଲୀ,୧୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ପ୍ରାୟ ୧୦ ଦିନ ପରେ ଆଜି କଂଗ୍ରେସ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରିଛି। ଭିଡି ସତିସନ କେରଳର…

ସୁନା ସମ୍ପର୍କରେ କ୍ୟାବିନେଟ ବୈଠକରେ ମନ୍ତ୍ରୀମାନଙ୍କୁ ମୋଦିଙ୍କ କଡ଼ା ବାର୍ତ୍ତା

ନୂଆଦିଲ୍ଲୀ,୧୪।୫: କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ ସରଳତାକୁ ଗ୍ରହଣ କରିବା ଏବଂ ସମ୍ବଳର ବିଚାରବନ୍ତ ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ।…

୪୮ଘଣ୍ଟାରେ ମହଙ୍ଗା ମାଡ଼: ଏବେ ପେଟ୍ରୋଲ-ଗ୍ୟାସ୍‌ର ପାଳି, ପେଟ୍ରୋଲିୟମ ମନ୍ତ୍ରୀ ଦେଲେ ବଡ଼ ସୂଚନା…

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ତୈଳ ବଜାରରେ ବୃଦ୍ଧି ପାଉଥିବା ଅନିଶ୍ଚିତତା ମଧ୍ୟରେ, ଭାରତ ସରକାର ଗତ 48 ଘଣ୍ଟା ମଧ୍ୟରେ ତିନୋଟି…

ରାଜଧାନୀରେ ଲଜ୍ଜା: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣବଳାତ୍କାର, ପୀଡ଼ିତା କହିଲେ ୨ ଘଣ୍ଟା ଧରି…

ନୂଆଦିଲ୍ଲୀ,୧୪ା୫: ରାଜଧାନୀ ଦିଲ୍ଲୀର ରାଣୀବାଗ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚଳନ୍ତା ସ୍ଲିପର ବସ୍‌ରେ ଜଣେ ୩୦ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ପୀଡ଼ିତା ପୋଲିସକୁ…

ଖୁସି ଖବର, ବନ୍ଦ ହେବ ନାହିଁ LPG ସପ୍ଲାଇ, ଭାରତ ପ୍ରସ୍ତୁତ କଲା 40,000 କୋଟି ଟଙ୍କାର ପ୍ଲାନ

ନୂଆଦିଲ୍ଲୀ,୧୪।୫: ଭାରତରେ ଏକ ଲୋକପ୍ରିୟ କଥା ଅଛି ଯେ ଭବିଷ୍ୟତର ସମାଧାନ ପ୍ରାୟତଃ ଏକ ସଙ୍କଟ ଭିତରେ ଲୁଚି ରହିଛି; କେବଳ ଏହାକୁ ଖୋଜିବା ଆବଶ୍ୟକ। ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri