ପରୀକ୍ଷା ଦେବା ପାଇଁ ଭୁବନେଶ୍ୱର ଯାଉଥିଲେ ଯୁବକ, ବାଇକରୁ ପଡିଯିବା ପରେ ପଛପଟୁ ଆସୁଥିବା ଟ୍ରକ୍‌…

ଧର୍ମଶାଳା, ୧୮।୧୦ (ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ନମ୍ବର ଜାତୀୟ ରାଜପଥର ପାଖ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ମୃତୁ ଘଟିଛି। ମିଳିଥିବା ସୂଚନା ଅନୁସାରେ ସୁକିନ୍ଦା ଅଞ୍ଚଳର ଯୁବକ ପଲସର୍‌ ବାଇକ ଓଡି ୦୬ ପି ୬୧୫୦ ଯୋଗେ ପରୀକ୍ଷା ଦେବା ପାଇଁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ କୌଣସି କାରଣ ବଶତଃ ବାଇକରୁ ପଡ଼ିଯାଇଥିଲେ । ଯାହା ଫଳରେ ପଛପଟୁ ଆସୁଥିବା ଏକ ଟ୍ରକ୍‌ ତାଙ୍କ ମୁଣ୍ଡ ଉପରେ ଚଢିଯିବାରୁ ଘଟଣାସ୍ଥଳରେ ଯୁବକ ଜଣକଙ୍କର ମୃତ୍ୟୁ ହୋଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇ ଘଟଣାର ତଦନ୍ତ କରୁଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୋଲା ଖୋଲି ପ୍ରେମର ଘୋଷଣା କଲେ ଅର୍ଶଦୀପ! ଭିଡିଓ ଦେଖିଲେ…

ନୂଆଦିଲ୍ଲୀ,୨୬।୪: ଭାରତୀୟ ଦ୍ରୁତ ବୋଲର ଅର୍ଶଦୀପ ସିଂହ, ବର୍ତ୍ତମାନ IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଛନ୍ତି, ଏହି ସିଜିନରେ ତାଙ୍କ ବୋଲିଂ ଅପେକ୍ଷା ତାଙ୍କ…

ଲୋୟର ସୁକତେଲ ଡ୍ୟାମ୍‌ରୁ ସ୍ଥାୟୀ ଜଳସେଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଲୋଇସିଂହା,୨୬ା୪(ସୁଶାନ୍ତ ବାରିକ): ବଲାଙ୍ଗୀର ସର୍କିଟ ହାଉସ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶନିବାର ଲୋଇସିଂହା ଓ ଆଗଲପୁର ବ୍ଲକର ମିଳିତ କୃଷକ ସଂଘର୍ଷ ସମିତି ଏକ ପ୍ରତିନିଧି…

ଫିଟ ଥାଇ ବି କାହିଁକି CSK ପାଇଁ ଖେଳୁ ନାହାଁନ୍ତି ଧୋନି? ନିଜେ କରିଥିଲେ ମନା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୬।୪: ଏମଏସ ଧୋନି ଆଇପିଏଲ 2026 ଆରମ୍ଭ ହେବା ପୂର୍ବରୁ ଆଘାତ ପାଇଥିଲେ, ଯାହା ତାଙ୍କୁ ସାଇଡଲାଇନ କରିଥିଲା। ତଥାପି, ସେ ଏବେ ପୂର୍ଣ୍ଣ ଫିଟନେସ ଫେରି…

ଚାଲିଗଲେ ଅବସରପ୍ରାପ୍ତ ସିଡିଏମ୍‌ଓ ଡା. ମନୋରଞ୍ଜନ ମହାପାତ୍ର, ଦରଦୀ ଡାକ୍ତରଙ୍କୁ ଝୁରି ହେଉଛନ୍ତି ଅଞ୍ଚଳବାସୀ

ବଲାଙ୍ଗୀର,୨୬ା୪(ସୁନିଲ କୁମାର ମହାନ୍ତି): ଅବସରପ୍ରାପ୍ତ ସିଡିଏମ୍‌ଓ ଡା. ମନୋରଞ୍ଜନ ମହାପାତ୍ର (୯୨)ଙ୍କ ରବିବାର ସକାଳେ ପରଲୋକ ହୋଇଛି। ସେ ବେଶ୍‌ କିଛିଦିନ ହେଲା ଅସୁସ୍ଥତା କାରଣରୁ ଶଯ୍ୟାଶାୟୀ…

ହ୍ବାଇଟ ହାଉସ ପ୍ରେସ ଡିନର ଗୁଳିକାଣ୍ଡର ଇରାନ ଯୁଦ୍ଧ ସହ ରହିଛି ସମ୍ପର୍କ, ଟ୍ରମ୍ପ କହିଲେ…

ଓ୍ବାଶିଂଟନ,୨୫।୪: ହ୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ ଆସୋସିଏସନ ରାତ୍ରୀଭୋଜନ ସମୟରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ଶନିବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି…

ଜାତୀୟ ସ୍ତରରେ ଚମକିଲେ କୁନି ପ୍ରତିଭା ଏଫ୍ରାତା, ଶହଶହ ପ୍ରତିଯୋଗୀଙ୍କୁ ପଛରେ ପକାଇ…

ଲୋଇସିଂହା,୨୬ା୪(ସୁଶାନ୍ତ ବାରିକ): ପୁଣିଥରେ ଜାତୀୟ ମଞ୍ଚରେ ଗୌରବ ଆଣିଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ଜଡ଼ାମୁଣ୍ଡାର କୁନି ମଡେଲ ଏଫ୍ରାତା ଜୋଏଲ। ଦେଶର ପ୍ରତିଷ୍ଠିତ ରିଆଲିଟି ଶୋ ’ଇଣ୍ଡିଆ…

ରାସ୍ତାରେ ଆସୁଆସୁ ହଠାତ୍‌ ଓଲଟି ପଡ଼ିଲା ମେଲୋଡ଼ି ଗାଡ଼ି, ଭିତରେ ଥିଲେ ୩୦ କଳାକାର

ବଲାଙ୍ଗୀର/ସଇଁତଳା,୨୬ା୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ରବିବାର ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୬ କନ୍ଧକେଲ ଗାଁ ଛକ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଯାତ୍ରୀ ପ୍ରତୀକ୍ଷାଳୟରେ ପାନୀୟଜଳ ପ୍ରକଳ୍ପ ଅଚଳ, ଛାତରେ ଝୁଲୁଛି ଅକାମୀ ପଙ୍ଖା, ଆଶ୍ରୟ ନେବା ପାଇଁ…

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ତାତି ବଢ଼ୁଛି। ଗ୍ରୀଷ୍ମ ପ୍ରବାହ ସହିତ ଗୁଳୁଗୁଳି ଅନୁଭୂତ ହେଉଛି। ଏଭଳି ସ୍ଥିତିରେ ବରଗଡ଼ ସହର ପେଣ୍ଠସ୍ଥଳୀରେ ରହିଥିବା ସରକାରୀ ବସଷ୍ଟାଣ୍ଡରେ ସର୍ବନିମ୍ନ ମୌଳିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri