ଏମ୍‌କେସିଜିରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ

ବ୍ରହ୍ମପୁର ଅଫିସ,୨୩ା୫: ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଶନିବାର ଜଣେ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହୋଇଛନ୍ତି। ମହିଳାଙ୍କ ବୟସ ପ୍ରାୟ ୫୦ ହୋଇଥିବା ବେଳେ ଘର ଗଞ୍ଜାମ ଜିଲା ବୋଲି ସୂଚନା ମିଳିଛି। ତାଙ୍କର ଆଖି କଳା ପଡ଼ିଯାଇଛି। ସେ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରୁଛନ୍ତି। ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବା ଡାକ୍ତର ଉମାଶଙ୍କର ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?