ଦଶ ଚକିଆ ଟ୍ରକ୍‌ରୁ ମିଳିଲା ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ

କେନ୍ଦୁଝର,୧୬।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦରଥାନା ଅନ୍ତର୍ଗତ ଠାକୁରଡ଼ିହି ଛକ ନିକଟରୁ ଏକ ଦଶ ଚକିଆ ଟ୍ରକରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ଏହାକୁ ନେଇ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ତାଙ୍କ ନାମ ରଞ୍ଜିତ ମହାକୁଡ଼ ଓ ଘର୍‌ ପଣ୍ଡାପଡା ଥାନା ଟାଙ୍ଗରପଡ଼ାରେ ବୋଲି ଜଣା ପଡ଼ିଛି। ଏ ନେଇ ତାଙ୍କ ବାପା ଚନ୍ଦ୍ରଭାନୁ ମହାକୁଡ଼ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସୋମବାର ରାତିରେ ସେ ଟ୍ରକ୍‌ରେ ଶୋଇଥିଲେ। ସକାଳେ ଫୋନ ନ ଉଠାଇବାରୁ, ତାଙ୍କୁ ଡ୍ରାଇଭର ଦେଖିବାକୁ ଯାଇଥିଲା। ରକ୍ତାକ୍ତ ଅବସ୍ଥାରେ ପଡିଥିବା ଦେଖି ବାପାଙ୍କୁ ଜଣାଇଥିଲେ। ଘରୋଇ ଶତ୍ରୁତା କାରଣରୁ ହତ୍ୟାକାଣ୍ଡ ଘଟିଥିବା ପରିବାର ଲୋକେ ସନ୍ଦେହ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦନପୁର କଟ୍‌ ନିକଟରୁ ମଦ ଦୋକାନ ଉଚ୍ଛେଦ ଦାବି

ପଟ୍ଟାମୁଣ୍ଡାଇ,୨।୧୨ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ପଞ୍ଚାୟତ ମଦନପୁର କଟ୍‌ ନିକଟରେ ଥିବା ଏକ ଲାଇସେନ୍ସ ପ୍ରାପ୍ତ ବିଦେଶୀ ମଦ ଦୋକାନ ଉଚ୍ଛେଦ...

ବର୍ଷା ଆସୁ ଆସୁ କୃତ୍ରିମ ବନ୍ୟା

ଭୁବନ, ୨୩ା୬(ଡି.ଏନ୍‌.ଏ.): ବର୍ଷା ପୂର୍ବରୁ ପଶିଲାନି ବୁଦ୍ଧି। ନୂତନ ଡ୍ରେନ୍‌ ନିର୍ମାଣ କରିବାକୁ ନା କରାଗଲା ଯୋଜନା ନା ହେଲା ପୂତ୍ତିଗନ୍ଧମୟ ଜଳ ନିଷ୍କାସନ ବ୍ୟବସ୍ଥା। ଏବେ...

କୁନି ଝୁମର ଶିଳ୍ପୀ ମୋହିତଙ୍କୁ ନେଇ ଚର୍ଚ୍ଚା

ଚମ୍ପୁଆ, ୯।୬(ଡି.ଏନ.ଏ.)-ସାମ୍ପ୍ରତିକ ପରିସ୍ଥିତିରେ ଜନ ସାଧାରଣଙ୍କ ମନୋରଞ୍ଜନ ପାଇଁ ବେଶ ଖରାକ ଯୋଗାଉଛି ଝୁମର ସଙ୍ଗୀତ। କୁରୁମାଲି ଭାଷାରେ ଏହି ସଙ୍ଗୀତ କୁଡୁମି ସମ୍ପ୍ରଦାୟର ପ୍ରମୁଖତା...

ମାଓବାଦୀ ଆକ୍ରମଣରେ ମୟୂରଭଞ୍ଜ ମାଟିର ଯବାନ ଶହୀଦ

ବାରିପଦା ଅଫିସ,୧୦ା୯: ମୟୂରଭଞ୍ଜ ଜିଲାର ରିଜର୍ଭ ଫାଷ୍ଟ ବାଟାଲିୟନର କାର୍ଯ୍ୟରତ ଏସ୍‌ଓଜି ଯବାନ ସୁଧୀର କୁମାର ଟୁଡୁ ମାଓବାଦୀ ଅପରେଶନରେ ଶହୀଦ ହୋଇଛନ୍ତି । ଜିଲାର...

ଦେବ ଦୀପାବଳି ଉତ୍ସବ: ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ

ପୁରୀ ଅଫିସ,୨୭-୧୧:ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ ଦୀପାବଳି...

ଶିଶୁଙ୍କ ସୁରକ୍ଷା

ଶିଶୁମାନଙ୍କ ସୁରକ୍ଷା, ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତି। ମାତ୍ର କେତେକ କ୍ଷେତ୍ରରେ ଶିଶୁମାନଙ୍କ ଭବିଷ୍ୟତ...

ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ

ପାତ୍ରପୁର,୨୦ା୯(ଡି.ଏନ୍‌.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ ଖରଣୀପଡ଼ା ଗ୍ରାମର ଶକ୍ରବାର ସନ୍ଧ୍ୟାରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅନୀଲ ବେହେରା...

ଆରମ୍ଭ ହେଲା ଏୟାରଷ୍ଟ୍ରିପ୍‌ ନିର୍ମାଣ କାର୍ଯ୍ୟ

ପଦ୍ମପୁର, ୧୬।୧(ଡି.ଏନ.ଏ.)  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡାଠାରେ ପ୍ରସ୍ତାବିତ ଏୟାରଷ୍ଟ୍ରିପ୍‌ ନିର୍ମାଣ କାର୍ଯ୍ୟ ଶନିବାର ଆରମ୍ଭ ହୋଇଛି। ବିସ୍ଥାପିତମାନଙ୍କ ଦାବି ପୂରଣ ପାଇଁ ପ୍ରଶାସନ...

Advertisement
Archives

Model This Week