Posted inଜାତୀୟ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ୧୪ ଜୀବନ

ଲକ୍ଷ୍ନୌ,୨୦।୧୧: ଉତ୍ତର ପ୍ରଦେଶର ପ୍ରତାପଗଢରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ୧୪ ଜଣଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ୬ ଜଣ ଛୋଟ ପିଲା ଥିବା ଜଣାପଡିଛି। ମୃତକମାନେ ଗୋଟିଏ ପରିବାରର ସଦସ୍ୟ ବୋଲି କୁହାଯାଉଛି। ରାସ୍ତାରେ ଛିଡା ହୋଇଥିବା ଗୋଟିଏ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିଲା। ନବାବଗଞ୍ଜ ଅଞ୍ଚଳରେ ଅନୁଷ୍ଠିତ ବାହାଘର ପାର୍ଟିରେ ଯୋଗଦେଇ କିଛି ଲୋକ ବୋଲେରୋରେ ଘରକୁ ଫେରୁଥିଲେ। ଡ୍ରାଇଭର ଜଣଙ୍କ ଦ୍ରୁତଗତିରେ ଗାଡି ଚଳାଉଥିବାବେଳେ ପ୍ରୟାଗରାଜ-ଲକ୍ଷ୍ନୌ ଜାତୀୟ ରାଜପଥରେ ଥିବା ବେଳେ ହଠାତ୍‌ ସେ ଏହା ଉପରୁ ନିୟନ୍ତ୍ରଣ ହରାଇ ବସିଥିଲେ। ଫଳରେ ଦ୍ରୁତଗାମୀ ବୋଲେରୋଟି ସେଠାରେ ଛି ହୋଇଥିବା ଗୋଟିଏ ଟ୍ରକ୍କୁ ଧକ୍କା ଦେଇଥିଲା। ପୋଲିସ ସୂଚନା ପାଇଁ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବୋଲୋ ତାରା ରା ରା’ ଗୀତ ଗାଇ ଟ୍ରାଫିକ୍‌ ନିୟନ୍ତ୍ରଣ କରୁଛନ୍ତି ପୋଲିସ

ଚଣ୍ଡିଗଡ଼,୨୧।୧୦: ପଞ୍ଜାବ ଚଣ୍ଡିଗଡ଼ର ଜଣେ ଟ୍ରାଫିକ୍‌ ପୋଲିସଙ୍କ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସେ ହାତରେ ମାଇକ୍ରୋଫୋନ୍‌ ଧରି ଗାୟକ ଦଲେର...

ଉଦ୍ଧବଙ୍କୁ ଭେଟିଲେ ଗେହଲଟ

ମୁମ୍ବାଇ,୬।୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସୋମବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ମୁମ୍ବାଇଠାରେ ଏକ ସୌଜନ୍ୟମୂଳକ ସାକ୍ଷାତ୍‌ କରିଛନ୍ତି। ଏହାପରେ ସେ ଖବରଦାତାଙ୍କୁ କହିଛନ୍ତି...

କିଡ୍‌ନୀରୁ ବାହାରିଲା ୧୫୬ ଷ୍ଟୋନ୍‌

ହାଇଦ୍ରାବାଦ,୧୭ା୧୨: ହାଇଦ୍ରାବାଦର ଏକ ପ୍ରତିଷ୍ଠିତ ଡାକ୍ତରଖାନାର ଡାକ୍ତରମାନେ ଜଣେ ରୋଗୀଙ୍କ କିଡ୍‌ନୀରୁ ଏକାବେଳକେ ୧୫୬ ଷ୍ଟୋନ୍‌ ବାହାର କରିଛନ୍ତି। ୫୦ ବର୍ଷର ରୋଗୀଙ୍କ କିଡ୍‌ନୀରୁ ଏହି...

୪ ମାସ ପରେ ସମାନ ସ୍ଥିତିରେ କରୋନା

ନୂଆଦିଲ୍ଲୀ,୨୦।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪...

ଜେଟ୍‌ ଏୟାରୱେଜ ସିଇଓଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୮।୪: ଜେଟ୍‌ ଏୟାରୱେଜର ମନୋନତ ସିଇଓ ସଞ୍ଜୀବ କପୁର ଶୁକ୍ରବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ସୋମବାର ପର୍ଯ୍ୟନ୍ତ କାର୍ଯ୍ୟ କରିବେ ବୋଲି ଜେଟ୍‌...

‘ୟୁପି-ବିହାରର ଶ୍ରମିକ ଗୋଆରେ…’ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତଙ୍କ ବୟାନକୁ ନେଇ ରାଗିଲେ ତେଜସ୍ବୀ

ପଣଜି,୩।୫: ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ସେ କହିଛନ୍ତି ଉତ୍ତର ପ୍ରଦେଶ ଓ ବିହାରର ୯୦ ପ୍ରତିଶତ...

କୃଷକ ଆନ୍ଦୋଳନ ଯୋଗୁ ପ୍ରତିଦିନ କ୍ଷତି ହେଉଛି ୩,୫୦୦କୋଟି ଟଙ୍କା

ନୂଆଦିଲ୍ଲୀ,୧୫ ।୧୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ନେଇ କୃଷକମାନେ କରିଥିବା ଆନ୍ଦୋଳନ ଫଳରେ ବହୁ କ୍ଷତି ହେଉଥିବା ଜଣାପଡିଛି । ଇଣ୍ଡଷ୍ଟ୍ରି ବଡି...

କଂଗ୍ରେସ ଜିତିବନି ୨୦୨୪ ନିର୍ବାଚନ

ଶ୍ରୀନଗର/ନୂଆଦିଲ୍ଲୀ,୩।୧୨:୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସ ଦଳ ୩୦୦ ଆସନ ଜିତିପାରିବ ନାହିଁ। ଜି-୨୩ ଗୋଷ୍ଠୀର ନେତା ଗୁଲାମନବୀ ଆଜାଦ ଜମ୍ମୁ-କଶ୍ମୀରର ଏକ ସଭାକୁ ସମ୍ବୋଧନ ବେଳେ...

Advertisement
Archives

Model This Week