ଗଞ୍ଜାମରୁ ସୁରଟ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ୭ ଜଣଙ୍କ ଜୀବନ ଗଲା

ଗଞ୍ଜାମ,୫ା୯(ଡି.ଏନ୍‌.ଏ): ଗଞ୍ଜାମରୁ ସୁରଟ ଯାଉଥିବା ଏକ ବସ୍‌ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି। ଏଥିରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଛତିଶଗଡ଼ର ରାୟପୁର ନିକଟବର୍ତ୍ତୀ ଛେରିଖେଡ଼ିରେ ଉକ୍ତ ବସ୍‌ ସହ ଏକ ଟ୍ରକର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୬ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ଜଣଙ୍କର ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ମୃତକମାନଙ୍କ ପରିଚୟ ମିଳିନାହିଁ। ଆହତମାନଙ୍କୁ ସ୍ଥାନୀୟ ଆମ୍ବେଦକର୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ବସ୍‌ରେ ୫୦ରୁ ୬୦ ଜଣ ଯାତ୍ରୀ ଯାଉଥିବାର ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ବଡବିଲ, ୨୩।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ସେଡିଂ ଅଞ୍ଚଳର ସୁଜାତା କାରୁଆ ନାମ୍ନୀ ଜଣେ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଯୌତୁକ ନିର୍ଯାତନା ସହି...

ଗଞ୍ଜାମକୁ ପୁଣି ଡରାଉଛି କରୋନା

ଛତ୍ରପୁର,୧୪।୩: ମହାରାଷ୍ଟ୍ର ସମେତ ଦେଶର ୬ଟି ରାଜ୍ୟରେ ଏବେ କରୋନାର ଦ୍ୱିତୀୟ ଲହର ଦେଖିବାକୁ ମିଳିଛି। ମହାରାଷ୍ଟ୍ରର କେତେକ ସହରରେ ଏବେ ଲକ୍‌ଡାଉନ୍‌ ଚାଲିଛି। ଏପଟେ...

ଜରିମାନାରୁ ବର୍ତ୍ତିବା ପାଇଁ ଯୁବକଙ୍କ ନିଆରା ଉପାୟ

ବାରିପଦା ଅଫିସ,୧୯ା୧୨- ନୂତନ ମୋଟର ଯାନ ଆଇନ ଲାଗୁ ହେବା ପରେ ପୋଲିସ ଓ ପରିବହନ ବିଭାଗ ପକ୍ଷରୁ ଗାଡ଼ି ମୋଟର ଯାଞ୍ଚକୁ କଡ଼ାକଡ଼ି କରାଯାଇଛି।...

କରୋନା ମୁକାବିଲା କରିବେ ଏସ୍‌ଏଚ୍‌ଜି ମହିଳା

ଅମରପାଲି, ୧୩।୬ (ଡି.ଏନ.ଏ.)-ସାରା ବିଶ୍ୱରେ ବର୍ତ୍ତମାନ କରୋନା ମହାମାରୀ ବ୍ୟାପିଥିବା ବେଳେ ଏଥିରୁ ବର୍ତ୍ତିବା ପାଇଁ ଉଦ୍ୟମ ଜାରି ରହିଛି। ଏହିକ୍ରମରେ ଏହାର ମୁକାବିଲା କରିବା...

ପାରିବାରିକ କଳହ: ଦେହରେ ନିଆଁ ଲଗାଇଲେ ମହିଳା, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ମହାକାଳପଡ଼ା, ୨୦।୨(ଡି.ଏନ୍‌.ଏ.): ପାରିବାରିକ କଳହକୁ କେନ୍ଦ୍ରକରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବରକନ୍ଧା ପଞ୍ଚାୟତ ଛେଡାକଣି ଗ୍ରାମର ଜନୈକା ମହିଳା ଗୁରୁବାର ସକାଳେ ଦେହରେ କିରୋସିନ...

ଦୁଆର ମୁହଁରୁ ନେଇଗଲେ ବାଇକ୍‌

ରାଉରକେଲା ଅଫିସ,୨୨।୧୦: ସେକ୍ଟର-୧୯ ସ୍ଥିତ ଏ’ ବ୍ଲକ କ୍ୱାଟର୍ସର ଦୁଆର ମୁହଁରୁ ଏକ ବାଇକ୍‌ ଚୋରି ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ...

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ୨ କର୍ମଚାରୀଙ୍କ ନାଁରେ ମାମଲା

ହାଟଡିହୀ,୩୦ା୬(ଡିି.ଏନ୍‌.ଏ.): ସରକାରୀ ଅର୍ଥ ଆତ୍ମସାତ ନେଇ କେନ୍ଦୁଝର ଜିଲା ହାଟଡିହୀ ତହସିଲର ଦୁଇ ପୂର୍ବତନ କର୍ମଚାରୀଙ୍କ ନାମରେ ତହସିଲଦାର ନନ୍ଦିପଦା ଥାନାରେ ଅଭିଯୋଗ କରିଛନ୍ତି। କର୍ମଚାରୀ...

ଗ୍ୟାରେଜ ଭିତରକୁ ପଶିଗଲା ଟ୍ରକ୍‌, ଚାଳକ ଗୁରୁତର

ପାଟଣା,୨ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ନିହ୍ନୁଆ ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ-କୋଲକାତା ଜାତୀୟ ରାଜପଥ ନିହ୍ନୁଆଁ ଛକ ନିକଟରେ ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ...

Advertisement
Archives

Model This Week