ବାଇକ୍‌ ସହ ମୁହାଁମୁହିଁ ପିଟିହେଲା କାର୍‌, ଚାଲିଗଲା ଜଣଙ୍କ ଜୀବନ

କଣ୍ଟାବାଞ୍ଜି,୫ା୧(ଗୁରୁଦୟାଲ ହଂସ): ରବିବାର ଅପରାହ୍ନରେ ବୁଢ଼ୀବାହାଲ ଗାଁ ନିକଟରେ ଏକ କାର୍‌ ବାଇକକୁ ମୁହାଁମୁହିଁ ଧକ୍କା ଦେଇଥିଲା। ଏଥିରେ ଘଟଣାସ୍ଥଳରେ ବାଇକ୍‌ଚାଳକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ତୁରେକେଲା ଥାନା ବୁଢ଼ୀବାହାଲ ଗାଁର ତ୍ରିଲୋଚନ ମାଝୀ (୩୨) ବୋଲି ଜଣାପଡ଼ିଛି। ଲାଠୋରରୁ ବଜାର କରି ନିଜ ଗାଁକୁ ବାଇକ୍‌ ଯୋଗେ ଫେରୁଥିବା ବେଳେ ତୁରେକେଲା ପଟୁ ଯାଉଥିବା ଏକ କାର୍‌ ତାଙ୍କୁ ମୁହାଁମୁହିଁ ଧକ୍କା ଦେଇଥିଲା। ଏଥିରେ ଯୁବକଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ଘଟାଇଥିବା କାର୍‌ରେ ଜଣେ ଆଇନଜୀବୀ ଥିଲେ ବୋଲି କୁହାଯାଇଛି। ଉକ୍ତ କାର୍‌ର ଡ୍ରାଇଭରକୁ ଗାଁ ଲୋକେ ତୁରେକେଲା ଜଙ୍ଗଲରୁ ଉଦ୍ଧାର କରି ପୋଲିସ ଜିମା ଦେଇଥିବା ଜଣାଯାଇଛି। ତୁରେକେଲା ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି କଣ୍ଟାବାଞ୍ଜି ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ।ଏ ସଂକ୍ରାନ୍ତରେ ତୁରେକେଲା ପୋଲିସ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri