Posted inଜାତୀୟ

ଘାଟିକୁ ଖସିଲା କାର: ୪ ମୃତ, ୮ ଆହତ

ଶ୍ରୀନଗର,୫।୭: ଜମ୍ମୁ-କଶ୍ମୀରର ରଜୌରୀ ଜିଲାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର ଗଭୀର ଘାଟିରେ ଖସିପଡ଼ିବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଅଧିକାରୀମାନେ କହିଛନ୍ତି ଯେ କାରଟି ପୁଞ୍ଚରୁ ଭଙ୍ଗାଇ ଗ୍ରାମକୁ ଫେରୁଥିବା ବେଳେ ଥାନାମାଣ୍ଡି ସବ-ଡିଭିଜନରେ ଏହି ଦୁର୍ଘଟଣା ଘଟିଛି। କାରରେ ଥିବା ବ୍ୟକ୍ତିମାନେ ପୁଞ୍ଚରେ ଏକ ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ଯାଇଥିଲେ।

ଦୁର୍ଘଟଣା ସମୟରେ ଗାଡିରେ ମୋଟ ୧୨ ଜଣ ଥିଲେ। ସମସ୍ତଙ୍କୁ ସ୍ଥାନୀୟ ଲୋକ ଓ ପୋଲିସ ଉଦ୍ଧାର କରି ଥାନାମାଣ୍ଡିସ୍ଥିତ ଉପ-ଜିଲା ଡାକ୍ତରଖାନାକୁ ନେଇଥିଲେ, ଯେଉଁଠାରେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ମୃତ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri