ଭାଙ୍ଗିବ ଶତାବ୍ଦୀର ପରମ୍ପରା, କେମ୍ବ୍ରିଜ୍ ଖ୍ରୀଷ୍ଟମାସ ଗୀତର ହେବନାହିଁ ସିଧା ପ୍ରସାରଣ

ୱାଶିଂଟନ,୨୪ ।୧୨: ଖ୍ରୀଷ୍ଟମାସ ବା ବଡଦିନର ପୂର୍ବ ସନ୍ଧ୍ୟାରେ କେମ୍ବ୍ରିଜର ପ୍ରସିଦ୍ଧ ଗାୟକ ମଣ୍ଡଳୀଙ୍କ ଲାଇଭ୍ ସଙ୍ଗିତ ଚଳିତ ବର୍ଷ ବିଶ୍ୱବାସୀ ଶୁଣିବାରୁ ବଞ୍ଚିତ ହେବେ । କରୋନାର ନୂଆ ରୂପଠାରୁ ଦୂରେଇ ରହିବା ପାଇଁ ବ୍ରିଟେନରେ ଜାରି କରାଯାଇଥିବା ପ୍ରତିବନ୍ଧକ ଯୋଗୁ ଏହି ଗୀତ ଗୁରୁବାର ରାତିରେ ରେଡିଓରେ ପ୍ରଚାରିତ କରାଯିବ । ଏହି ସଙ୍ଗିତ ମଣ୍ଡଳୀ ନିଜ ଲାଇଭ୍ ସଙ୍ଗିତ ପରମ୍ପରା ଜରିଆରେ କୋଟି କୋଟି ଲୋକଙ୍କୁ ମନ୍ତ୍ରମୁଗ୍ଧ କରୁଥିଲେ । ସୂଚନାଯୋଗ୍ୟ, କିଙ୍ଗସ ସ୍କୁଲର ୯ରୁ ୧୩ ବର୍ଷର ପିଲାଙ୍କ ସହ କେମ୍ବ୍ରିଜ କଲେଜର ଛାତ୍ର ଏହି ମଣ୍ଡଳିରେ ସାମୁହିକ ଭାବେ ଗୀତ ଗାଉଥିଲେ । ଚଳିତ ବର୍ଷ ଏହି ଖ୍ରୀଷ୍ଟମାସ ଗୀତକୁ ରେକର୍ଡ କରାଯାଇଛି । ଯାହାକୁ ଖ୍ରୀଷ୍ଟମାସ ପୂର୍ବ ସନ୍ଧ୍ୟାରେ ପାଖାପାଖି ୧୦ କୋଟି ଲୋକ ଶୁଣିବେ । ପୂର୍ବରୁ ଫେଷ୍ଟିଭାଲ ଅଫ୍ ନାଇଟ ଆଣ୍ଡ କ୍ୟାରୋଲ୍ସ ଗୀତ ସାରା ବିଶ୍ୱର ରେଡିଓ ଷ୍ଟେଶନରୁ ସିଧା ପ୍ରସାରଣ କରାଯାଉଥିଲା । କେବଳ ଆମେରିକାର ୪୫୦ ରେଡିଓ ଷ୍ଟେଶନରୁ ଏହି ଖ୍ରୀଷ୍ଟମାସ ଗୀତର ଲାଇଭ୍ କରାଯାଉଥିଲା । ୧୯୧୮ରୁ ଆରମ୍ଭ ହୋଇଥିବା ଏହି ପରମ୍ପରା ଏବେ ପର୍ଯ୍ୟନ୍ତ ଚାଲି ଆସୁଥିଲା । ହେଲେ କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ଏଥିରେ ଦେଖାଦେଲା ବ୍ୟତିକ୍ରମ ।


Enter your email to get our daily news in your inbox.

All Right Reserved By Dharitri.Com

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

‘ଧୁରନ୍ଧର’ ଷ୍ଟାଇଲରେ ମୋଦି, ପୁଟିନଙ୍କ ସହ ଜବରଦସ୍ତ କେମେଷ୍ଟ୍ରି, ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କଲା…

ନୂଆଦିଲ୍ଲୀ,୧୧।୧୨: ମଧ୍ୟପ୍ରଦେଶ ସରକାର ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଧୁରନ୍ଧର ଷ୍ଟାଇଲ’ରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ସହିତ ଏକ କ୍ୟାପସନ ଅଛି ଯାହା...

କାହିଁକି ଆପଲକୁ ନୋଟିସ ପଠାଇଲେ ସରକାର? ୟୁଜର୍ସଙ୍କୁ ଏଭଳି ଆଲର୍ଟ ପଠାଇଥିଲା କମ୍ପାନୀ

ନୂଆଦିଲ୍ଲୀ,୧୧ା୧୨: ଗତ କିଛିଦିନ ତଳେ ଆପଲ୍ ଏବଂ ଗୁଗୁଲ ନିଜ ୟୁଜର୍ସଙ୍କୁ ଆଲର୍ଟ ପଠାଇଥିଲେ । ସ୍ପାଇବେୟାରରେ ଦ୍ବାରା ୟୁଜର୍ସଙ୍କୁ ନିଶାନା କରାଯାଇପାରେ ବୋଲି ମେସେଜ...

କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube

ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର...

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି...

ECI: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି, ଏସବୁ ରାଜ୍ୟ ପାଇଁ ବଢିଲା SIR ଅବଧି

ନୂଆଦିଲ୍ଲୀ,୧୧।୧୨: ନିର୍ବାଚନ କମିଶନ ଗୁରୁବାର ସ୍ପେଶାଲ ସଘନ ସଂଶୋଧନ (SIR) ପ୍ରକ୍ରିୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରିପୋର୍ଟ ଅନୁଯାୟୀ, ନିର୍ବାଚନ କମିଶନ ପାଞ୍ଚଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri