Posted inଫୁରସତ

ପାଣି ପିଇ ଆଇସିୟୁରେ ଭର୍ତ୍ତି ହେଲେ ଯୁବକ

ଅତ୍ୟଧିକ ପାଣି ପିଇବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି। ଇଂଲଣ୍ଡର ବ୍ରିଷ୍ଟଲ ସହରରେ ନିଜ ପରିବାର ସହ ରୁହନ୍ତି ଲ୍ୟୁକ ଓ୍ବିଲିୟମସନ(୩୪)। ବ୍ରିଟେନରେ ପ୍ରଥମ ଲକଡାଉନ ସମୟରେ ସେ ନିଜକୁ କରୋନା ସଂକ୍ରମିତ ବୋଲି ଭାବିଥିଲେ। ଏହାପରେ ସେ ପିଉଥିବା ପାଣିର ମାତ୍ରାକୁ ଦୁଇଗୁଣ ବଢାଇ ଦେଇଥିଲେ। ସାଧାରଣ ମଣିଷ ଦିନରେ ୧ ରୁ ୨ ଲିଟିର ପାଣି ପିଇବାକୁ ପରାମର୍ଶ ଦିଆଯାଉଛି। ହେଲେ ଲ୍ୟୁକ ପାଣିର ମାତ୍ରା ବଢାଇ ୪ ରୁ ୫ ଲିଟର କରିଦେଇଥିଲେ। ଅଧିକ ପାଣି ପିଇବା ଫଳରେ ତାଙ୍କ ଶରୀରରେ ସୋଡିୟମର ସ୍ତର କମ୍‌ ହୋଇଯାଇଥିଲା। ଫଳରେ ସେ ଗୁରୁତର ହୋଇ ପଡିଥିଲେ। ପରେ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅତ୍ୟଧିକ ପାଣି ପିଇବା ଦ୍ୱାରା ତାଙ୍କ ଅବସ୍ଥା ଏପରି ହୋଇଥିବା ଡାକ୍ତର ପ୍ରକାଶ କରିଥିଲେ। କିଛିଦିନ ଭେଣ୍ଟିଲେଟରରେ ରହିବା ପରେ ସେ ଏବେ ସୁସ୍ଥ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ନାଟୁ ନାଟୁ’ ଗୀତର ଲାଇଭ୍‌ ପରଫର୍ମାନ୍ସକୁ ଷ୍ଟାଣ୍ଡିଂ ଓବେଶନ୍‌

ମୁମ୍ବାଇ: ଆମେରିକାର ଲସ୍‌ଏଞ୍ଜେଲ୍‌ସର ଡଲ୍‌ବି ଥିଏଟରରେ ୯୫ତମ ଓସ୍କାର ଚଳଚ୍ଚିତ୍ର ପୁରସ୍କାର ସମାରୋହ ଆରମ୍ଭ ହୋଇଯାଇଛି। ଏହି ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ଭାରତ ଇତିହାସ ସୃଷ୍ଟି...

ଖୁସି ଖବର: ୧୫୦ ବର୍ଷ ପରେ ଫେରିଲା ଏହି ବିଲୁପ୍ତ କୀଟ

ମହାମାରୀ କରୋନା ମଧ୍ୟରେ ବ୍ରିଟେନରୁ ଏକ ଖୁସି ଖବର ଶୁଣିବାକୁ ମିଳୁଛି। ବ୍ରିଟେନର ବିରଳ ପ୍ରଜାତିର ପ୍ରଜାପତି ୧୫୦ ବର୍ଷ ପରେ ପୁଣିଥରେ ଦେଖିବାକୁ ମିଳିଛି।...

ପ୍ରଥମ କେସ୍‌ ଜିତିଲେ ସୀମା କୁଶଓ୍ବାହ: ଆଇଏଏସ୍‌ ଅଫିସର ହେବାକୁ ଚାହୁଁଥିଲେ ‘ନିର୍ଭୟା ନାୟିକା’

ନୂଆଦିଲ୍ଲୀ: ନିର୍ଭୟା ବଳାତ୍କାର ଘଟଣାରେ ୪ ଦୋଷୀଙ୍କୁ ଫାଶୀ ମିଳିବା ପରେ ଏବେ ଚର୍ଚ୍ଚାରେ ନିର୍ଭୟାଙ୍କ ଓକିଲ ସୀମା କୁଶଓ୍ବାହ। ୨୦୧୨ର ଏହି ଘଟଣା ପରଠାରୁ...

ଦେଖିବାକୁ ଏତେ ହ୍ୟାଣ୍ଡସମ୍‌ ଯେ ଡେଟ୍‌ କରିବାକୁ ମନା କରୁଛନ୍ତି ଝିଅ

ସୁନ୍ଦର ଚେହେରା ଯୋଗୁ ସହଜରେ ସାଥୀ ମିଳିବା କଥା ଅନେକ ଶୁଣିଥିବେ। ହେଲେ ବ୍ରିଟେନର ଜଣେ ଯୁବକ ଦେଖିବା ପାଇଁ ବହୁତ ହ୍ୟାଣ୍ଡସମ୍‌ ବୋଲି ତାଙ୍କୁ...

ତ୍ରୁଟି ସୁଧାରିଲା ବିଦ୍ୟୁତ ବିଭାଗ: ୮୦ କୋଟି ଟଙ୍କାର ବିଲ୍‌ ହେଲା ୮୫ ହଜାର

ପୁନେ, ୨୩।୬- ଲକ୍‌ ଡାଉନ୍‌ ସମୟରେ ପୁନେରେ ଚକିତ କଲା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ପୁନେର ବାବୁ ଜନ୍‌ ନାମକ ଜଣେ ଶିଳ୍ପପତିଙ୍କ...

ମସ୍ତିଷ୍କର କ୍ରିୟାଶୀଳତା କମାଏ କ୍ଷୀଣ ଆଲୋକ…

କ୍ଷୀଣ ଆଲୋକ ମସ୍ତିଷ୍କ ଉପରେ ଖରାପ ପ୍ରଭାବ ପକାଏ। ଏହାଦ୍ୱାରା ସ୍ମତିଶକ୍ତି କମିବା ସହିତ ଚିନ୍ତାଶକ୍ତି ମଧ୍ୟ ହ୍ରାସ ପାଏ। ଅପରପକ୍ଷରେ ଉଜ୍ଜଳ ଆଲୋକ ମସ୍ତିଷ୍କ...

ନା ଧନ, ନା ସମ୍ପତ୍ତି… ଏହି ଗୋଟିଏ କାରଣ ପାଇଁ ୭୧ ବର୍ଷୀୟ ବୃଦ୍ଧଙ୍କ ପ୍ରେମରେ ଯୁବତୀ

କଥାରେ ଅଛି ପ୍ରେମ ମାନେନା ବୟସ। ସେଭଳି କିଛି ଘଟିଛି ୨୫ ବର୍ଷୀୟ ଡାନିଏଲ ରିଫ୍‌ ଏବଂ ୭୧ ବର୍ଷୀୟ ରିକି ମାଷ୍ଟର ହାଓ୍ବାର୍ଡ ରିଫ୍‌ଙ୍କ...

ସବୁଠୁ ବଡ଼ ଚଳନ୍ତା ରୋବୋ

ଜାପାନର ମେକାନିକାଲ କମ୍ପାନୀ ସକାକିବାରା କିକାଇ ତିଆରି କରିଛି ପୃଥିବୀର ସବୁଠାରୁ ବଡ଼ ହ୍ୟୁମାନୋଏଡ୍‌ ଭେହିକଲ୍‌। ଏହା ଦେଖିବାକୁ ଏକ ବିରାଟକାୟ ରୋବୋ ପରି, ଯାହାର...

Advertisement
Archives

Model This Week