Posted inଜାତୀୟ

ମଝି ସମୁଦ୍ରରେ ଦୁର୍ଘଟଣା: ଅଳ୍ପକେ ବର୍ତ୍ତିଲେ କୋଷ୍ଟ ଗାର୍ଡ

ଗାନ୍ଧିନଗର,୨୭ ।୧୧: ଗୁଜରାଟ କଚ୍ଛର ସମୁଦ୍ର କୂଳରେ ଶୁକ୍ରବାର ରାତିରେ ଏକ ବଡ ଘଟଣା ଘଟିଛି । ଏଠାରେ ଦୁଇ ପାଣି ଜାହାଜ ପରସ୍ପର ମଧ୍ୟରେ ଧକ୍କା ହୋଇ ଯାଇଛନ୍ତି । ତେବେ ଏହି ଘଟଣାରେ କେହି ଆହତ ହୋଇ ନ ଥିବା ଜଣାପଡିଛି । ସେନାର ପ୍ରବକ୍ତା କହିଛନ୍ତି ଶୁକ୍ରବାର ଏମ୍ ଭି- ଏଭିଏଟରଓ ଆଟଲାଣ୍ଟିକ ଗ୍ରେସ ଜାହାଜ ପରସ୍ପର ମଧ୍ୟରେ ଧକ୍କା ହୋଇଥିଲେ । ତେବେ ତେଲର ଚିକ୍କଣ ଅଂଶ ଯୋଗୁ ଏହା ଘଟିଥିବା ଦୁର୍ଘଟଣା ଘଟିଥିବା କୁହାଯାଉଛି । ତେବେ ଘଟଣାର ଯାଞ୍ଚ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦୀଙ୍କୁ ଘେରିଲେ ସୁରକ୍ଷାକର୍ମୀ

ଶ୍ରୀନଗର,୫।୨: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ ଆତଙ୍କବାଦୀଙ୍କୁ ଘେରିଛନ୍ତି। ସ୍ଥାନୀୟ ଶ୍ରୀନଗରର ପାରିମ୍‌ ପୋରା ଚେକ୍‌ ପୋଷ୍ଟ ନିକଟରେ ଉଭୟ ପକ୍ଷଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୨...

ଐତିହାସିକ ପଦକ୍ଷେପ: ପ୍ରଧାନମନ୍ତ୍ରୀ କଲେ ’ଇଣ୍ଡିଆନ ସ୍ପେସ ଆସୋସିଏଶନ’ର ଶୁଭାରମ୍ଭ…

ନୂଆଦିଲ୍ଲୀ,୧୧।୧୦: ଭାରତ ପୁଣି ଏକ ଐତିହାସିକ ପଦକ୍ଷେପୟ ଗ୍ରହଣ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ‘ଇଣ୍ଡିଆନ ସ୍ପେସ ଆସୋସିଏଶନ’ର ଶୁଭାରମ୍ଭ କରିଛନ୍ତି। ଏହି ଏବସରରେ...

ସାଧାରଣ ଲୋକଙ୍କ ସୂଚନା ଅଧିକାରକୁ ଦୁର୍ବଳ କରୁଛନ୍ତି ମୋଦି ସରକାର: ସୋନିଆ

ନୂଆଦିଲ୍ଲୀ,୨୩।୭: ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଲୋକସଭାରେ ୨୦୦୫ ସୂଚନା ଅଧିକାର ଆଇନର...

‘କାନ୍ତାରା’ ଫିଲ୍ମକୁ ପ୍ରଶଂସା କଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୨:ଅଭିନେତା ରିଷଭ ଶେଟ୍ଟୀଙ୍କ ଫିଲ୍ମ ‘କାନ୍ତାରା’ ଦର୍ଶକଙ୍କ ଠାରୁ ବହୁତ ଭଲ ପାଇବା ପାଇଥିଲା। ସମସ୍ତେ ଏହି ଫିଲ୍ମର ପ୍ରଶଂସା କରିଥିଲେ। ଏବେ ଦେଶର ସ୍ବରାଷ୍ଟ୍ରମନ୍ତ୍ରୀ...

ଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପିଲା…

ନୂଆଦିଲ୍ଲୀ, ୧୩।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଓମିକ୍ରନ୍‌...

ଋଣ ବୋଝ ତଳେ ଚାଷୀ ପରିବାର, ପ୍ରତ୍ୟକଙ୍କ ଉପରେ ୭୪,୧୨୧ ଟଙ୍କା…

ନୂଆଦିଲ୍ଲୀ,୧୧।୯: ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ସରକାର କିଷାନ ସମ୍ମାନ ନିଧି ଯୋଜନା ମାଧ୍ୟମରେ...

ପୂଜାରେ ଫ୍ୟାଶନ

ଶାରଦୀୟ ଦୁର୍ଗାପୂଜା ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି ପର୍ବ। ମା’ଙ୍କୁ ସ୍ବାଗତ କରିବାକୁ ଚାରିଆଡେ ଚାଲିଛି ସଜବାଜ। ପୂଜାମଣ୍ଡପଗୁଡିକ ନିଜକୁ ପ୍ରସ୍ତୁତ କରିନେଇଥିବା ବେଳେ ଘରେ...

ଦ୍ରୋପଦୀ ମୁର୍ମୁଙ୍କୁ ସମର୍ଥନ କରିବ ଭାଜପାର ପୂର୍ବତନ ସହଯୋଗୀ ଅକାଳୀ ଦଳ

ନୂଆଦିଲ୍ଲୀ,୧।୭: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ସହଯୋଗୀ ଅକାଳୀ ଦଳ ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବ। ଏନେଇ ଶୁକ୍ରବାର...

Advertisement
Archives

Model This Week