ଦୁଇ ବାଇକ୍‌ ମଧ୍ୟରେ ଧକ୍କା, ଚାଲିଗଲା ମଠ ମହନ୍ତ ସ୍ବାମୀ ଅଭୟାନନ୍ଦ ସରସ୍ବତୀଙ୍କ ଜୀବନ

ପାଟଣା,୧୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ଫାଣ୍ଡି ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଗୋରାଣ୍ଡି ଯୋଡି ନିକଟରେ ଶନିବାର ଅପରାହ୍ନରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ମୟୂରଭଞ୍ଜ ଜିଲା ଯଶୀପୁର ମଠର ମହନ୍ତ ସ୍ବାମୀ ଅଭୟାନନ୍ଦ ସରସ୍ବତୀ ବୋଲି ଜଣାପଡିଛି ।

ସୂଚନା ଯେ ସେ ବାଇକ ଯୋଗେ ସାହାର ପଡ଼ା ପାର୍ଶ୍ୱକୁ ଆସୁଥିବା ସମୟ ରେସାହାର ପଡ଼ା ଆଡୁ କରଞ୍ଜିଆ ଅଭି ମୁଖେ ଯାଉଥିବା ଏକ ବାଇକ ସହ ମୁହା ମୁହିଁ ଧକ୍କା ହୋଇ ଦୁର୍ଘଟଣା ଘଟିଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇ ଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାହାଣୀ ସନ୍ଦେହରେ ମହିଳାଙ୍କୁୁ ହତ୍ୟା

ବିଶୋଇ(ଅମିତ ଦାସ)/ରାଇରଙ୍ଗପୁର (ମାନସ ମହାନ୍ତି),୩୦।୪ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଜୁଡ଼ିଆ ଗ୍ରାମରେ  ଅପରାହ୍ନ ୩ଟାରେ ଡାହାଣୀ ସନ୍ଦେହକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି।...

Gold prices drop Today: ଅକ୍ଷୟ ତୃତୀୟାରେ କମିଗଲା ସୁନା ଦର! ଜାଣନ୍ତୁ ମେକିଂ ଚାର୍ଜ ଓ GST ମିଶାଇ ଦେବାକୁ ପଡିବ କେତେ ଟଙ୍କା?

ଭୁବନେଶ୍ୱର, ୩୦।୪: ଅକ୍ଷୟ ତୃତୀୟା ଅବସରରେ ଭାରତରେ ସୁନାର ଦରରେ ସାମାନ୍ୟ ହ୍ରାସ ଦେଖାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନାର ମୂଲ୍ୟ ପ୍ରାୟ...

ପୁରୁଷୋତ୍ତମପୁରରେ ଅଖିମୁଠି ଅନୁକୂଳ: ହଳିଆ ଗୀତରେ ପ୍ରକମ୍ପିତ ହେଲା କ୍ଷେତ

ପୁରୁଷୋତ୍ତମପୁର,୩୦ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସ୍ବପ୍ନେଶ୍ବର କୃଷକ ସଂଘ ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିବା ବେଳେ ଚଷା ପୁଅର...

ଏହି ମୁସ୍‌ଲିମ ଦେଶରେ ଛାଡ଼ପତ୍ର ପରେ ଖୁସି ମନାନ୍ତି ମହିଳା, ରହିଛି ନିଜସ୍ବ ବଜାର

ବିଶ୍ୱରେ ଏପରି ଅନେକ ଦେଶ ଅଛି, ଯେଉଁଠାରେ ଘଟୁଥିବା ଅନନ୍ୟ ଘଟଣା ପାଇଁ ଜଣାଶୁଣା। ଏପରି କିଛି କଥା ଏହି ଦେଶ ବିଷୟରେ ଜାଣି ଲୋକମାନେ...

Pahalgam Attackରେ ପାକିସ୍ତାନ ସହ ଏମାନଙ୍କର ଅଛି ବଡ଼ କନେକ୍ସନ, ଭାରତ ହାତରେ ଲାଗିଲା ସାଂଘାତିକ ପ୍ରମାଣ

ଶ୍ରୀନଗର, ୩୦।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଏହି...

ଭାରତରେ ଥିବା ପାକ୍‌ ନାଗରିକଙ୍କୁ ମିଳିଲା ଆଶ୍ୱସ୍ତି, କରିପାରିବେ ପୁନଃ ଭିଜା ଆବେଦନ

ନୂଆଦିଲ୍ଲୀ,୩୦ା୪: ଭାରତରେ ରହିଯାଇଥିବା ପାକ୍‌ ନାଗରିକଙ୍କ ପାଇଁ ଖୁସି ଖବର। ପାକ୍‌ ନାଗରିକମାନେ ମେ’ ୧୦ରୁ ଜୁଲାଇ ୧୦ ଭିତରେ ପୁନଃ ଭିଜା ଆବେଦନ କରିପାରିବେ।...

ଚାଷୀଙ୍କ ପାଇଁ ବଡ଼ ଖୁସିଖବର : ଆସିଲା ସିଏମ୍‌ କିଷାନ ଟଙ୍କା

ଭୁବନେଶ୍ୱର,୩୦।୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ...

OUAT ଫାର୍ମରେ ହଳକରି  ଧାନ ବୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri