Posted inଜାତୀୟ

ଦେଶରେ ପ୍ରଥମଥର ଭଙ୍ଗାଯିବ ଏତେ ବଡ ବିଲଡିଂ, ସୁରକ୍ଷାର ସମସ୍ତ ବ୍ୟବସ୍ଥା, ଏନଜିଓ ଦ୍ୱାରା ଉଦ୍ଧାର ହେଲେଣି ୩୦-୩୫ କୁକୁର

ନୋଏଡା,୨୮ ।୮: ସେକ୍ଟର-୯୩ଏ ସୁପରଟେକ ଏମରଲାଣ୍ଡ କୋର୍ଟ ଟ୍ୱିନ ଟାୱାରର ଉଚ୍ଚତା ୧୦୦ ମିଟର ହୋଇଥିବା ବେଳେ ସିୟାନର ଉଚ୍ଚତା ୯୭ ମିଟର । ଦେଶରେ ପ୍ରଥମଥର ପାଇଁ ଏତେବଡ ବିଲଡିଂ ଧ୍ୱଂସ ହେବାକୁ ଯାଉଛି । ମାତ୍ର ୧୨ ସେକେଣ୍ଡରେ ଏହା ମାଟିରେ ମିଶିଯିବାର ବ୍ୟବସ୍ଥା କରାଯାଇଛି । ରବିବାର ଦିନ ୨ଟା ୩୦ ମିନିଟରେ ବିସ୍ଫୋରକ ଜରିଆରେ ଏହି ଅବୈଧ ବିଲଡିଂକୁ ଭଙ୍ଗାଯିବ । ଏହାକୁ ସୁରକ୍ଷିତ ଭାବେ ଭାଙ୍ଗିବାକୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ୩୭୦୦ କିଲୋ ବିସ୍ଫୋରକ ଜରିଆରେ ଏହାକୁ ଭଙ୍ଗାଯିବ । ଆଉ ୭୦ ମିଟର ଦୂରରୁ ବଟନ ଦବାଇ ଧ୍ୱସଂ କରାଯିବ ଟ୍ୱିନ ଟାୱାର । ଏହାପରେ ଏହା ଇତିହାସ ହୋଇଯିବ । ତେବେ ଟ୍ୱିନ ଟାୱାର ଭଙ୍ଗାଯିବା ଘଟଣା ଯେତିକି ଆଲୋଚନା ହେଉଛି ଏହିସମୟରେ ସୁରକ୍ଷା କଥା ଯେତିକି ଚିନ୍ତା କରାଯାଇଛି ତା’ରି ଭିତରେ ବି କିଛି ଏନଜିଓ ସେଠାରେ ଥିବା ଗାଈଗୋରୁ ବୁଲା କୁକୁରଙ୍କ କଥା ବି ଚିନ୍ତା କରିଛନ୍ତି । ଟାୱାରଟି ଭାଙ୍ଗିବା ସମୟରେ ଯେମିତି ଏମାନଙ୍କୁ ସୁରକ୍ଷା ଦିଆଯାଇ ପାରିବ ସେଥିପାଇଁ  ଏନଜିଓ ଦ୍ୱାରା ଏବେ ସୁଦ୍ଧା ଟ୍ୱିନ ଟାୱାର ନିକଟରୁ ୩୦-୩୫ କୁକୁରଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri