Posted inଜାତୀୟ

ମୁଖ୍ୟମନ୍ତ୍ରୀ ଷ୍ଟାଲିନ ନେଲେ ବଡ଼ ନିଷ୍ପତ୍ତି

ଚେନ୍ନାଇ, ୮।୫: ତାମିଲନାଡୁରେ କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ୧୪ ଦିନିଆ ଲକ୍‌ଡାଉନ ଘୋଷଣା କରିଛନ୍ତି। ମେ’ ୧୦ରୁ ୨୪ ପର୍ଯ୍ୟନ୍ତ ତାଲାବନ୍ଦ ଜାରି ରହିବ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଡିଏମ୍‌କେ ନେତା ଏମ୍‌.କେ. ଷ୍ଟାଲିନଙ୍କ ଏହା ଏକ ବଡ଼ ନିଷ୍ପତ୍ତି। ଲକ୍‌ଡାଉନ ସମୟରେ ପରିବା, ତେଜରାତି, ମାଛ, ମାଂସ ଦୋକାନ ଦିନ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ। ଅନ୍ୟ ସମସ୍ତ ଦୋକାନ ବନ୍ଦ ରହିବ। ମଦ ଦୋକାନ ବନ୍ଦ ରହି ଥିବାବେଳେ ରେଷ୍ଟୁରାଣ୍ଟଗୁଡ଼ିକରେ କେବଳ ଖାଦ୍ୟ ପାର୍ସଲ ବିକ୍ରି ପାଇଁ ଅନୁମତି ଦିଆଯାଇଛି। ଲକ୍‌ଡାଉନ ବେଳେ ପେଟ୍ରୋଲ ପମ୍ପ ଖୋଲା ରହିବା ସହ ଅତ୍ୟାବଶ୍ୟକ ସେବା ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୫୭ ଆସନରେ ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ନୂଆଦିଲ୍ଲୀ,୨୯ ।୯: ନିବାଚନ କମିଶନ ମଧ୍ୟପ୍ରଦେଶ, ଗୁଜରାଟ, ଓଡ଼ିଶା, ନାଗାଲାଣ୍ଡ, ମଣିପୁର ସମେତ ୫୬ ବିଧାନସଭା ଆସନ ଓ ଗୋଟିଏ ଲୋକ ସଭା ଆସନ ପାଇଁ...

ଯେଉଁଠାରେ କିନ୍ନର ହୁଅନ୍ତି ମା’

ରାଜସ୍ଥାନର ଅଜମେରରେ ଥିବା ମହମ୍ମଦ ସରିଫ ଦରଘାରେ ଘଟେ ଅନେକ ଚମତ୍କାର ଘଟଣା। ଯାହା ବିଶ୍ୱାସ ହେଉ ନ ଥିଲେ ବି ସତ ବୋଲି କୁହନ୍ତି...

ଚଢ଼ାଦରରେ କିଣୁଛନ୍ତି ୬୦.୯% ଭାରତୀୟ

ନୂଆଦିଲ୍ଲୀ, ୩୧ା୩(ଆଇଏଏନ୍‌ଏସ୍‌): କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିବାରେ ଲାଗିଛି।...

ଗାନ୍ଧୀ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା : ଭାରତ ବାହ୍ୟ ମଳମୁକ୍ତ

ଅହମଦାବାଦ,୩ା୧୦(ପି.ଟି.): ଭାରତ ଏବେ ସମ୍ପୂର୍ଣ୍ଣ ବାହ୍ୟ ମଳମୁକ୍ତ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଘୋଷଣା କରିଛନ୍ତି। ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଗୁଜରାଟର...

ଭାଲେଣ୍ଟାଇନ୍‌ ଡେ’ରେ ଉତ୍‌କ୍ଷେପଣ ହେବ ଇଓଏସ୍‌-୪ …

ଶ୍ରୀହରିକୋଟା, ୯।୨ : ୟୁକ୍ରେନ ଭାରତୀୟ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେସନ (ଇସ୍ରୋ) ଚଳିତ ବର୍ଷର ପ୍ରଥମ ଉପଗ୍ରହକୁ ଫେବୃଆରୀ ୧୪ରେ ଭାଲେଣ୍ଟାଇନ୍ସ ଡେ’ରେ ଭୋର୍‌ ୫ଟା...

ତ୍ରିପୁରା ହିଂସା: ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ବାହାରେ ଅଡି ବସିଲା ତ୍ରୁଣମୂଳ କଂଗ୍ରେସ

ନୂଆଦିଲ୍ଲୀ,୨୨ ।୧୧: ତ୍ରିପୁରାରେ ପୋଲିସ ବର୍ବରତାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କ ପାର୍ଟି ତ୍ରୁଣମୂଳ କଂଗ୍ରେସର ଏମ୍‌ପଙ୍କ ପ୍ରତିନିଧିମଣ୍ଡଳ ସୋମବାର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ବାହାରେ...

ବେଧଡ଼କ ଦେହବେପାର: ଚେର ଲମ୍ବିଛି ବାଂଲାଦେଶରୁ ଦିଲ୍ଲୀ

ନୂଆଦିଲ୍ଲୀ,୧।୮: ଦେଶର କେତେକ ଅଞ୍ଚଳରେ ବେଧଡ଼କ ଦେହ ବେପାର ଜାରି ରହିଛି। ଏଥିରେ ଏକ ବଡ଼ ର଼୍ୟାକେଟ୍‌ କାମ କରୁଥିବା ପୋଲିସ କହିଛି। ବାଂଲାଦେଶରୁ ଏହାର...

ଆଉ ୧୫ ଦିନ ବଢିବ ଲକ୍‌ଡାଉନ ଅବଧି !

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀକୁ ରୋକିବାକୁ ଦେଶରେ ଚାଲିଥିବା ଲକ୍‌ଡାଉନ ୪.୦ର ଅବଧି ମେ’ ୩୧ରେ ଶେଷ ହେଉଛି। ଏହାକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ୍‌...

Advertisement
Archives

Model This Week