ହ୍ୟୁମାନଙ୍କ ମୃତ୍ୟୁ ପଛରେ ଷଡ଼ଯନ୍ତ୍ର…

ଭୁବନେଶ୍ୱର,୨୪।୧୧: ହ୍ୟୁମାନ ମୃତ୍ୟୁକୁ ନେଇ ତେଜୁଛି ଅସନ୍ତୋଷ। ଗୃହ ବିଭାଗର ଦ୍ୱାରସ୍ଥ ହେଲା ଓଡ଼ିଶା ସିଭିଲ ସୋସାଇଟି। ନିରପେକ୍ଷ ତଦନ୍ତ ସହ ମୃତ୍ୟୁ ରହସ୍ୟ ଉନ୍ମୋଚନ ପାଇଁ ଦାବି ହୋଇଛି। ଲୋକସେବା ଭବନରେ ଗୃହ ବିଭାଗ ସ୍ବତନ୍ତ୍ର ସଚିବଙ୍କୁ ଭେଟି ଦାବି ପତ୍ର ଦେଇଛନ୍ତି। ହ୍ୟୁମାନଙ୍କ ମୃତ୍ୟୁ ପଛରେ ଷଡ଼ଯନ୍ତ୍ର ଥିବା ଅଭିଯୋଗ କରିଛନ୍ତି।

ହ୍ୟୁମାନ ସାଗର ମୃତ୍ୟୁକୁ ନେଇ ପାଟଣାଗଡ଼ ଥାନାରେ ଲିଖିତ ଅଭିଯୋଗ ହୋଇଛି। ମ୍ୟାନେଜର ଦିନେଶ ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ଅଭିଯୋଗ ହୋଇଛି ।ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କୋଶଳ ମୁକ୍ତି ମୋର୍ଚ୍ଚା ସଂଗଠନ ପକ୍ଷରୁ ଲିଖିତ ଅଭିଯୋଗ ହୋଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପୁଣି କଫ ସିରପ କାରବାର ଚାଲିଥିବା  ଧରାପଡ଼ିଛି। ଜିଲାର କଟାପାଲି ରାସ୍ତାରେ ନିର୍ମାଣାଧୀନ ଏକ ଘରୁ ୫ ହଜାରରୁ ଊର୍ଦ୍ଧ୍ୱ କଫ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri