ଆଇଆରବିଏନ୍‌ ଷଷ୍ଠ ବାଟାଲିୟନରୁ ଜଣେ କରୋନା ପଜିଟିଭ୍‌: ୨ ଗ୍ରାମ ୭୨ଘଣ୍ଟା ଶଟଡାଉନ

ଖୋର୍ଦ୍ଧା,୨୬।୭: ଖୋର୍ଦ୍ଧା ବ୍ଳକ ଅନ୍ତର୍ଗତ ନାଲିପଡା ଅର୍ଜୁନପୁର ପଞ୍ଚାୟତ ଅନ୍ତର୍ଗତ ଆଇଆରବିଏନ୍‌ ଷଷ୍ଠ ବାଟାଲିୟନରୁ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପରେ ସରପଞ୍ଚ ଜିଲାପାଳ କ୍ଷମତା ପ୍ରୟୋଗ କରି ଶନିବାର ରାତିରୁ ୨୮ତାରିଖ ରାତି ୮ଟା ପର୍ଯ୍ୟନ୍ତ ୨ଟି ଗ୍ରାମକୁ ୭୨ଘଣ୍ଟା ଲାଗି ଶଟଡାଉନ ଘୋଷଣା କରିଛନ୍ତି। ଏହି ଦୁଇ ଗ୍ରାମକୁ ବାହାର ଲୋକଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି । ସେପରି ଏହି ଦୁଇ ଗ୍ରାମର ଲୋକଙ୍କୁ ବାହାରକୁ ଯିବା ପାଇଁ ବାରଣ କରାଯାଇଛି । ଏହି ଜୋନ୍‌ର ସମସ୍ତ ଦୋକାନ ବଜାର ବନ୍ଦ ରହିବ । ଅତ୍ୟାବଶ୍ୟକୀୟ ସାମଗ୍ରୀ ଉପଲବ୍ଧ କରାଯିବା ବ୍ୟବସ୍ଥା କରାଯିବ ବୋଲି ସରପଞ୍ଚ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ ବର୍ଷ ହେଲା ବସ୍ତ୍ର ବିତରଣ କେନ୍ଦ୍ରରେ ପଡ଼ିଛି ତାଲା

ବଡବିଲ, ୧୧।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ତହସିଲ କାର୍ଯ୍ୟାଳୟ ପରିସରରେ ପ୍ରଶାସନ ପକ୍ଷରୁ ବ୍ୟବହାର ଉପଯୋଗୀ ବସ୍ତ୍ର ଓ ଆସବାବପତ୍ର ଦାତାଙ୍କ ଠାରୁ ଗ୍ରହଣ କରାଯାଇ ଗରିବ...

ପରୀ ହତ୍ୟା ଘଟଣାର ତଦନ୍ତ ଜୋର୍‌ଦାର: ହତ୍ୟାକାରୀଙ୍କୁ ଧରାଇଲେ ମିଳିବ ୧ ଲକ୍ଷ

ନୟାଗଡ଼ ଅଫିସ,୬ା୧୨: ନୟାଗଡ଼ ସଦର ଥାନା ଯଦୁପୁରର ପରୀ ହତ୍ୟା ଘଟଣାରେ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ୍‌ ଟିମ୍‌(ଏସ୍‌ଆଇଟି) ତଦନ୍ତ ଜୋର୍‌ଦାର କରିଛି। ହତ୍ୟା ଘଟଣାର ଗୁମର ଖୋଲିବାକୁ...

ପୃଥକ୍‌ ଦୁର୍ଘଟଣାରେ ୪ ମୃତ

ଢେଙ୍କାନାଳ ଅଫିସ,୨୮ା୫ଢେଙ୍କାନାଳ ସହରରେ ସୋମବାର ଦୁଇଟି ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଏକ ଟ୍ରକ୍‌ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏକ ଟିପ୍ପର...

ଦେହରେ ପେଟ୍ରୋଲ ଢାଳି ଆତ୍ମହୁତି ଉଦ୍ୟମ: ଆଖି ବୁଜିଲେ କାର୍ତ୍ତିକ ମେହେର

ବରଗଡ଼ ଅଫିସ୍‌, ୨୮ା୧୨: ନୂଆଦିଲ୍ଲୀ ଇଣ୍ଡିଆ ଗେଟ୍‌ ସମ୍ମୁଖରେ ଦେହରେ ପେଟ୍ରୋଲ ଢାଳି ଆତ୍ମାହୂତି ଉଦ୍ୟମ କରିଥିବା ବରଗଡ଼ ଜିଲା ପଦ୍ମପୁର ନିକଟ ବୁଧାପାଲି ଗାଁର...

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି : ଜିଲା ଓକିଲ ସଂଘର ବିକ୍ଷୋଭ

ବରଗଡ ଅଫିସ,୨୩।୯: ପଶ୍ଚିମ ଓ ଯେକୌଣସି ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର ଜିଲା ଓକିଲ ସଂଘର କର୍ମକର୍ତ୍ତା, ସଭ୍ୟବୃନ୍ଦ କାର୍ଯ୍ୟବନ୍ଦ ଆନ୍ଦୋଳନକୁ...

ଅନକାଡେଲି ଅଞ୍ଚଳରୁ ୧.୫ କୋଟି ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ/ଲମତାପୁଟ,୧ା୧୧(ସ୍ବ.ପ୍ର.)-କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନକାଡେଲି ପଞ୍ଚାୟତର ହନୁମାଳ ଗ୍ରାମରେ ରବିବାର ପୋଲିସ ଚଢାଉ କରି ୮କୁଇଣ୍ଟାଲ ୧୨ କେଜି ୭୦୦ ଗ୍ରାମ ଗଞ୍ଜେଇ ଜବତ...

ଡଙ୍କାରୀ ପାହାଡ଼ରେ ମିଳିତ ତଦନ୍ତ

ଧର୍ମଶାଳା/ଚଢ଼େଇଧରା, ୬ା୫(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ବହୁଚର୍ଚ୍ଚିତ ଡଙ୍କାରୀ ପାହାଡ଼ରେ ଗୁରୁବାର ତହସିଲ ପ୍ରଶାସନ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ମାପଚୁପ କରାଯାଇଛି। ଖାଦାନରୁ ଲିଜ୍‌ଧାରୀ...

ମହିଳାଙ୍କୁ ବଳାତ୍କାର କଲେ ନାବାଳକ

ରାଇରଙ୍ଗପୁର,୨୦ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜନୈକା ମହିଳାଙ୍କୁ ରବିବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ...

Advertisement
Archives

Model This Week