ସିଡିଏ ସେକ୍ଟର-୯ରେ ଜଣେ କରୋନା ପଜିଟିଭ ଚିହ୍ନଟ: ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

କଟକ ଅଫିସ,୨୯।୬: କଟକ ସହରର ସିଡିଏ ସେକ୍ଟର-୯ରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି। ଅଞ୍ଚଳରେ ସଂକ୍ରମଣ ରୋକିବା ପାଇଁ ବିଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଗ୍ନିଶମ ବିଭାଗର ସହଯୋଗରେ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ବିଶୋଧନ କରାଯାଉଛି। ଏଥି ସହିତ ସଫେଇ ଏବଂ ଅବର୍ଜନା ସଂଗ୍ରହ ଚାଲିଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

୪ ରାଶିଙ୍କ ଶୁଭ ସମୟ ଆରମ୍ଭ! ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ!

ନୂଆଦିଲ୍ଲୀ, ୫ା୭: ୧୯ ଜୁଲାଇରୁ ୪ ରାଶିଙ୍କ ଶୁଭ ସମୟ ଆରମ୍ଭ!ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ! ଦେବଗୁରୁ ବୃହସ୍ପତି ଜୁନ୍ ୧୮…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ନୈତିକ ଦୁର୍ବଳତାର ପ୍ରତୀକ

ଚୌହାନ ଚଳଚ୍ଚିତ୍ରର ଟିଜର ହେଉଛି ସଂଖ୍ୟାବହୁଳବାଦ ସମ୍ପର୍କରେ ପ୍ରଚାର କରୁଥିବା ସିନେମାଗୁଡ଼ିକ ମଧ୍ୟରେ ଏକ ସଦ୍ୟତମ ଦୃଷ୍ଟାନ୍ତ। ଏଥିରେ କୁହାଯାଇଛି ଯେ, ଲୁହବୁହା ଗ୍ୟାସ୍‌ର ପ୍ରଭାବ ନାହିଁ।…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri