କେନ୍ଦ୍ରାପଡ଼ା,୮ା୩: କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଦକ୍ଷିଣଭେଡ଼ା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଲକୁ ପାଣି ମଡ଼ାଇବାକୁ ଯାଇଥିବା ବେଳେ ବାଇଧର ମଲିକଙ୍କୁ ସ୍ତ୍ରୀଙ୍କ ଆଖି ସାମ୍ନାରେ ଟାଣିନେଇଛି କୁମ୍ଭୀର। ହଂସୁଆ ନଦୀରେ ଗ୍ରାମବାସୀଙ୍କ ଦ୍ୱାରା ଖୋଜାଖୋଜି ଚାଲିଛି।
କେନ୍ଦ୍ରାପଡ଼ା,୮ା୩: କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଦକ୍ଷିଣଭେଡ଼ା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଲକୁ ପାଣି ମଡ଼ାଇବାକୁ ଯାଇଥିବା ବେଳେ ବାଇଧର ମଲିକଙ୍କୁ ସ୍ତ୍ରୀଙ୍କ ଆଖି ସାମ୍ନାରେ ଟାଣିନେଇଛି କୁମ୍ଭୀର। ହଂସୁଆ ନଦୀରେ ଗ୍ରାମବାସୀଙ୍କ ଦ୍ୱାରା ଖୋଜାଖୋଜି ଚାଲିଛି।
ପୁରୁଷୋତ୍ତମପୁର, ୯।୧୧ (ସବିତା ମିଶ୍ର): ଅର୍ଥ ଅଭାବରୁ ଯେପରି କେହି ନ୍ୟାୟ ପାଇବାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ମାଗଣା ଆଇନ ସହାୟତା ବ୍ୟବସ୍ଥାକୁ ଅଧିକ ଲୋକାଭିମୁଖୀ…
ମୁମ୍ବାଇ,୯।୧୧: ଦୀପାବଳିରେ ବାଣ ଫୁଟାଇବା ଯୋଗୁଁ ଅଗ୍ନିକାଣ୍ଡ ଘଟଣା ବଢ଼ିବା ପରେ ମୁମ୍ବାଇରେ ବଡ଼ ପଦକ୍ଷେପ ନେଇଛି ବୃହନ୍ମୁମ୍ବାଇ ମ୍ୟୁନିସିପାଲ୍ କର୍ପୋରେସନ୍ (BMC) । ସହରରେ ରକେଟ୍…
ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନଭେମ୍ବର ୯ ତାରିଖ ବିଳମ୍ବିତ ରାତିରେ ଚନ୍ଦ୍ରମା ତୁଳା ରାଶିରୁ ବାହାରି ନିଜର ନୀଚ ରାଶି ବିଛାରେ ପ୍ରବେଶ କରିବେ। ଚନ୍ଦ୍ରମାଙ୍କ…
ବଲାଙ୍ଗିର, ୯।୧୧ (ସୁନିଲ କୁମାର ମହାନ୍ତି): ଦୀପାବଳିରେ ବାଣ ଫୁଟାଇବାକୁ କେନ୍ଦ୍ର କରି ଗଣ୍ଡଗୋଳ। ବାଣ ଫୁଟାଇବାକୁ ବାରଣ କରିବାରୁ ବାପା ଓ ପୁଅଙ୍କୁ ଧାରୁଆ ଅସ୍ତ୍ରରେ…
ଚେନ୍ନାଇ,୯।୧୧: ସଙ୍ଗୀତ ନିର୍ଦ୍ଦେଶକ ଅନିରୁଦ୍ଧ ରବିଚନ୍ଦର ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ସନ୍ରାଇଜର୍ସ ହାଇଦ୍ରାବାଦର ସିଇଓ କାବ୍ୟା ମାରନଙ୍କ ସହ ତାଙ୍କ…
ନୂଆଦିଲ୍ଲୀ, ୯।୧୧: ଅଣ୍ଡର-୧୯ ଏସିଆ କପ ୨୦୨୬ରେ ପାକିସ୍ତାନ ଅଣ୍ଡର-୧୯ ଟିମ ବିପକ୍ଷରେ ରୋମାଞ୍ଚକର ମୁକାବିଲାରେ ପରାଜୟ ସତ୍ତ୍ୱେ ଭାରତୀୟ ଅଣ୍ଡର-୧୯ ଟିମର ସେମିଫାଇନାଲରେ ପହଞ୍ଚିବା ଆଶା…
ପାଟନା,୯।୧୧: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱ କ୍ରିକେଟ୍ର ଅନ୍ୟତମ ଚର୍ଚ୍ଚିତ ଖେଳାଳି ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଅନ୍ତର୍ଜାତୀୟ କ୍ରିକେଟ୍ରେ ପାଦ ଥାପିବା ପରେ ତାଙ୍କ ଲୋକପ୍ରିୟତା…
ନୂଆଦିଲ୍ଲୀ, ୯।୧୧: ଭାରତୀୟ କ୍ରିକେଟ ଟିମ ଟି-୨୦ ସିରିଜ ପରେ ଏବେ ଦିନିକିଆ ସିରିଜ୍ରେ ମଧ୍ୟ ଦମଦାର ପ୍ରଦର୍ଶନ କରିଛି। ଯାହାଫଳରେ ଟିମ ଇଣ୍ଡିଆ ଏବେ ଦିନିକିଆ…