ନଦୀକୁ ଟାଣି ନେଉଥିଲା କୁମ୍ଭୀର, ଆଖିରେ ଆଙ୍ଗୁଠି ଗେଞ୍ଜି ଖସି ଆସିଲେ ଯୁବକ: ପୂରା ଘଟଣା ଜାଣିଲେ…

ମହାକାଳପଡ଼ା,୧ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ) : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ବଉଳକଣି ପଞ୍ଚାୟତ ବାଘୁଆମେଦୀ ଆଦିବାସୀ ଗ୍ରାମର ଟୁନା ସିଂ (୫୫) ଚାଷଜମି ଦେଖିବାକୁ ଯାଇଥିଲେ। ମଙ୍ଗଳବାର ସାରେ ନିକଟ ରାମଚଣ୍ଡୀ ଗଳିଆ ନଦୀ ଶାଖା ବାଲିଯୋରିରେ ଶୌଚହେବାକୁ ଯାଇଥିଲେ। ହଠାତ୍‌ ଏକ କୁମ୍ଭୀର ଆକ୍ରମଣକରି ନଦୀ ମଧ୍ୟକୁ ତାଙ୍କୁ ଟାଣିନେଉଥିଲା। ଟୁନା ସାହସକରି କୁମ୍ଭୀର ଆଖିରେ ୨ଟି ଆଙ୍ଗୁଠି ଗେଞ୍ଜି ଦେଇଥିଲେ। ଫଳରେ କୁମ୍ଭୀରଟି ଛାଡ଼ି ପାଣିକୁ ପଳାଇଯାଇଥିଲା। ସ୍ଥାନୀୟ ଲୋକେ ଟୁନାଙ୍କୁ ଉଦ୍ଧାରକରି କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ତାଙ୍କ ଦୁଇ ଗୋଡ଼ରେ ଗଭୀର କ୍ଷେତ ଯୋଗୁ ରକ୍ତସ୍ରାବ ହୋଇଥିଲା। ସରକାରୀ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ ନିବେଦନ କରିଛନ୍ତି। ଏ ସଂକ୍ରାନ୍ତରେ ମହାକାଳପଡ଼ା ରେଞ୍ଜ ଅଧିକାରୀ ଶାନ୍ତନୁ କୁମାର ଦଳାଇଙ୍କୁ ପଚାରିବାରେ ନଦୀନାଳରେ ପ୍ରବେଶ ନ କରିବାକୁ ସ୍ଥାନୀୟ ନଦୀକୂଳିଆ ବାସିନ୍ଦାଙ୍କୁ ବାରଣ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ: ୫ ଜଣଙ୍କୁୁ କାବୁ କରିନେଲା ପୋଲିସ

ବଲାଙ୍ଗୀର, ୭।୬ (ସୁନିଲ କୁମାର ମହାନ୍ତି): ଏକ କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ ହୋଇଛି। ଘଟଣାରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପାଞ୍ଚ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର…

ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ବଡ଼ ଝଟ୍‌କା; ମାସକୁ ଦେବାକୁ ହେବ ୨୯୯ ଟଙ୍କା, ତା’ ପରେ ମିଳିବ ଏସବୁ ଚଲାଇବାକୁ ସୁବିଧା…

ନୂଆଦିଲ୍ଲୀ,୭।୬: ମେଟା ଭାରତୀୟ ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ଏକ ବଡ଼ ଝଟକା ଦେଇଛି। ମେଟା ନିକଟରେ ହ଼୍ବାଟସଆପ, ଇନଷ୍ଟାଗ୍ରାମ ଏବଂ ଫେସବୁକକୁ ଦେୟଯୁକ୍ତ ସେବା ଯୋଗାଇବା ଯୋଜନା ଘୋଷଣା…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri