ପିକ୍‌ନିକ୍‌ ପାଇଁ ବାଦୁବାଡ଼ିରେ ଜମୁଛି ଭିଡ଼, ଭୋଜିଭାତ କରି ମଜା ଉଠାଉଛନ୍ତି ଲୋକେ

ରାଇକିଆ,୮ା୧(ପ୍ରଦୀପ ବେହେରା): ଏବେ ଚାଲିଛି ପିକ୍‌ନିକ୍‌ ଋତୁ। ସବୁଠି ବଣଭୋଜିର ଆସର। କନ୍ଧମାଳ ଜିଲା ନୂଆଗାଁ ବ୍ଲକର ଗୁଞ୍ଜିବାଡ଼ି ନିକଟରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବାଦୁବାଡ଼ି ହେଉଛି ସ୍ଥାନୀୟ ଲୋକଙ୍କ ପିକ୍‌ନିକ୍‌ ସ୍ଥାନ। ବର୍ଷ ତମାମ ଏଠାରେ ଭୋଜିଭାତର ଆସର ଜମିଥାଏ।
ବିଶେଷକରି ରାଇକିଆ ଅଞ୍ଚଳରୁ ଅଧିକାଂଶ ଲୋକେ ଏଠାକୁ ବଣଭୋଜି ପାଇଁ ଆସିଥାନ୍ତି। ରାଇକିଆ- କନୂଆଗାଁ ମୁଖ୍ୟ ରାସ୍ତାକଡ଼ରେ ବହି ଯାଇଥିବା କାଳୀପାନି ନଦୀ ସଂଲଗ୍ନ ବିରାଟକାୟ ପଥର ଏବଂ ଜଳପ୍ରପାତ ଭଳି ଦୃଶ୍ୟ ପ୍ରକୃତିପ୍ରେମୀଙ୍କ ମନ ମୋହିଥାଏ। ବିଶେଷ ଆନୁଷଙ୍ଗିକ ସୁବିଧା ନ ଥିଲେ ମଧ୍ୟ ଏଠାରେ ବଣଭୋଜି ପାଇଁ ପ୍ରକୃତିପ୍ରେମୀଙ୍କ ପ୍ରବଳ ଭିଡ଼ ଜମିଥାଏ। ଲୋକେ ଭୋଜିଭାତ କରି ମଜା ଉଠାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକରୁ ମୁଖ୍ୟମନ୍ତ୍ରୀ ହେବା ପରେ ବି ଭୁଲି ନାହାଁନ୍ତି ପାପ ନାସିନି ବୈତରଣୀକୁ

ପାଟଣା,୧୩।୧(ବୀର କିଶୋର ଦାଶ): ମଙ୍ଗଳ ବାର ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ଦେଇ...

ଦିଲ୍ଲୀରୁ ଓଡ଼ିଆରେ ନବୀନଙ୍କୁ ଟାର୍ଗେଟ କଲେ ମୋଦି, ସମସ୍ତେ କାବା!

ନୂଆଦିଲ୍ଲୀ,୧୩।୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି ।...

ଧାନ ବିକ୍ରି ପରେ ବି ମିଳୁନି ଚାଷୀଙ୍କୁ ପ୍ରାପ୍ୟ: କଳାହାଣ୍ଡିରେ ତେଜିଲା ଚାଷୀ ଆନ୍ଦୋଳନ

କର୍ଲାମୁଣ୍ଡା:୧୩।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ପକ୍ଷରୁ ଚାଲିଥିବା ରେଗଡ଼ା ମଣ୍ଡିରେ ଚାଷୀ ଧାନ ବିକ୍ରି...

ଲେବୁଲ୍‌ କ୍ରସିଂରୁ ବୋଲେରୋକୁ କାବୁକଲା ଅବକାରୀ ବିଭାଗ: ମିଳିଲା ପୁଳାପୁଳା ଘଞ୍ଜେଇ

ନିରାକାରପୁର,୧୩।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଅବକାରୀ ବିଭାଗକୁ ଏକ ବଡ଼ ସଫଳତା ମିଳିଛି। ନିରାକାରପୁର ଥାନା ନାକତଳୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ...

ସାରା ଓଡ଼ିଶାରେ ଶୁଭୁଛି chi chi chi re nani chi, ରହସ୍ୟ ଜାଣି ହେବେ ତାଜୁବ!

ଭୁବନେଶ୍ୱର,୧୩।୧: ଛି ଛି ଛିରେ ନନୀ ଛି ଛି’…ଏବେ ଯେଉଁଠି ଶୁଣିବ ସେଇଠି ଶୁଭୁଛି ଏଇ ଗୀତ। ପିଲାଠୁ ବୁଢା ଯାଏ ସବୁଠି ଧନକେ ଦେଖିଲୁ...

କଳାହାଣ୍ଡି ଉତ୍ସବ ପୂର୍ବରୁ ମନ ମୋହିଲା ପଥୋତ୍ସବ

ଭବାନୀପାଟଣା,୧୩ା୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାଠାରେ ଜିଲା ସ୍ତରୀୟ କଳାହାଣ୍ଡି ଉତ୍ସବ ‘ଘୁମୁରା’ ଉପଲକ୍ଷେ ରବିବାରଠାରୁ ଆରମ୍ଭ ହୋଇଛି ପଥୋତ୍ସବ। କଳାହାଣ୍ଡିର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା...

ସଂଗ୍ରାମୀଙ୍କୁ ୨୦ ହଜାର ପେନ୍‌ଶନ୍‌: ଆଇନ ମନ୍ତ୍ରୀ କହୁକହୁ କହିଦେଲେ ପୂର୍ବ ସରକାରର

ଭୁବନେଶ୍ୱର,୧୩।୧:ସଂଗ୍ରାମୀଙ୍କୁ ୨୦ ହଜାର ପେନ୍‌ଶନ୍‌ ନିଷ୍ପତ୍ତି ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ୧୯୭୫ରୁ ୧୯୭୭ ମଧ୍ୟରେ ବହୁ ଲୋକ...

ଭୁବନେଶ୍ବର ଯାଆଁଳା ଫାଣ୍ଡି ପାଖରେ ଦୁର୍ଘଟଣା; ୨ ମୃତ

ଭୁବନେଶ୍ୱର, ୧୩।୧: ଭୁବନେଶ୍ୱର ଉପକଣ୍ଠ ଯାଆଁଳା ଫାଣ୍ଡି ପାଖରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣ ପ୍ରାଣ ହରାଇଥିବା ବେଳେ ଜଣେ ଗୁରୁତର ଆହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri