ରାଜ୍ୟରେ ଦିନ ବେଳା ଲାଗୁ ହୋଇପାରେ କର୍ଫ୍ୟୁ!

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ସରକାର ଦିନବେଳା କଟକଣାକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନେଇପାରନ୍ତି। ଏନେଇ ବିଚାର ବିମର୍ଷ ଏବଂ ଅନୁଧ୍ୟାନ ଚାଲିଥିବା କହିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ମୁଖ୍ୟମନ୍ତ୍ରୀ ଏବଂ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ।

ସୂଚନାଯୋଗ୍ୟ, ଶନିବାର ରାଜ୍ୟ ସରକାର ୧୦ ଜିଲାରେ ନାଇଟ୍‌ କର୍ଫ୍ୟୁ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇସାରିଛନ୍ତି। ଏହା ଚଳିତମାସ ୫ ତାରିଖ ଅର୍ଥାତ୍‌ ଆସନ୍ତାକାଲି ଠାରୁ ଲାଗୁ କରାଯିବ। କର୍ଫ୍ୟୁବେଳେ ସମସ୍ତ ଦୋକାନ ବଜାର, ବ୍ୟବସାୟିକ ପ୍ରତିଷ୍ଠାନ, କାର୍ଯ୍ୟାଳୟ ଆଦି ବନ୍ଦ ରହିବ। ପୂର୍ବପରି ମେଡିକାଲ ଏବଂ ଅନ୍ୟାନ୍ୟ ଜରୁରିକାଳୀନ ସେବା ଚାଲୁରହିବ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ଯାତାୟାତ ସମୟରେ କଟକଣା ଲାଗୁ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଦୁର୍ଗାପୂଜା ପୂର୍ବରୁ ବଡ଼ TMCରେ ବଡ଼ ହଲଚଲ: ଭାଜପାରେ ସାମିଲ ହେବେ ୧୭ ବିଦ୍ରୋହୀ ସାଂସଦ, ବଡ଼ ଦାବି କଲେ…

କୋଲକାତା,୧୪।୯: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (TMC) ଛାଡ଼ି ନ୍ୟାସନାଲିଷ୍ଟ ସିଟିଜେନ ପାର୍ଟି ଅଫ ଇଣ୍ଡିଆ (NCPI)ରେ ଯୋଗ ଦେଇଥିବା କୁଚବିହାର ସାଂସଦ ଜଗଦୀଶ ଚନ୍ଦ୍ର ବର୍ମା…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?