୮ରେ ଲଘୁଚାପ, ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୬ା୯(ବ୍ୟୁରୋ)-ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ୮ରୁ ଦକ୍ଷିଣ ଓଡ଼ିଶା ଓ ୯ରୁ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ବୁଧବାର ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ମୁତାବକ ବୁଧବାର ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡ଼ା ଜିଲାରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଏମ୍‌ଭିଡି ଏଏସ୍‌ଆଇ ଗିରଫ

କଟକ ଅଫିସ,୨୭।୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଝାରସୁଗୁଡ଼ାର ଓଡ଼ିଶା ମୋଟର ଭେଇକିଲ ଡିପାର୍ଟମେଣ୍ଟ(ଓଏମ୍‌ଭିଡି)ର ଏଏସ୍‌ଆଇ ହରେକୃଷ୍ଣ ନାୟକଙ୍କୁ ଭିଜିଲାନ୍ସ ଶନିବାର ଗିରଫ କରି...

କେନ୍ଦୁଝରରେ ଥମୁନି କଳା ପଲ୍‌ସର ଆତଙ୍କ: ପାଟଣାରେ ଦୁର୍ବୃତ୍ତ ଲୁଟି ନେଲେ ୧ ଲକ୍ଷ ୯୩ ହଜାର ଟଙ୍କା, ଲୁଟେରାଙ୍କ ଟେର୍‌ ପାଉନି ପୋଲିସ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ଥମୁନି କଳା ପଲ୍‌ସର ଆତଙ୍କ। ବିଶେଷକରି ପର୍ବ ପର୍ବାଣୀ ସମୟରେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇ ବିଭିନ୍ନ ଅଞ୍ଚଳରେ...

୨୮ରେ ଅନୁଗୋଳ ଓକିଲ ସଂଘ ନିର୍ବାଚନ

ଅନୁଗୋଳ ଅଫିସ୍‌, ୧୭।୩- ଅନୁଗୋଳ ଓକିଲ ସଂଘର ବାର୍ଷିକ ନିର୍ବାଚନ ଚଳିତ ମାସ ୨୮ ତାରିଖରେ ଅନୁଷ୍ଠିତ ହେବ। ଗତ ୧୩ ତାରିଖରେ ଏ ନେଇ...

ପିଡିଏସ୍‌ ସାମଗ୍ରୀ ବିକ୍ରି ବେଳେ ଠକିଥିବା ଅଭିଯୋଗ: ଟୁଇଟର ଅଭିଯୋଗ ଉପରେ ଯୋଗାଣ ବିଭାଗ ପକ୍ଷରୁ ଏକାଧିକ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୫ା୪(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ମୁକାବିଲା ସ୍ବରୂପ ହିତାଧିକାରୀଙ୍କ ନିକଟରେ ଆବଶ୍ୟକ ସାମଗ୍ରୀ ପହଞ୍ଚାଯିବା ଉପରେ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି। ଲକ୍‌ଡାଉନ କାରଣରୁ ସାଧାରଣ...

ଜେଲରୁ ମୁକୁଳିଲେ ଗର୍ଭବତୀ: ସହଯୋଗର ହାତ ବଢ଼ାଇଲେ ଉପକାରାଗାର ମୁଖ୍ୟ

ଚମ୍ପୁଆ,୨।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ଉପକାରାଗାରରେ ରହୁଥିବା ଝାଡଖଣ୍ଡ ଜୟନ୍ତୀଗଡ ଅଞ୍ଚଳର ଆଦିତ୍ୟ ସିର୍କା ନାମ୍ନୀ ଜଣେ ୮ ମାସର ଗର୍ଭବତୀ ମହିଳାଙ୍କୁ ଶନିବାର ଜାମିନ୍‌ରେ...

ସଞ୍ଜୀବନୀ ପାଇଁ ମିଳୁନି ସ୍ଲଟ୍‌

ଅନୁଗୋଳ ଅଫିସ, ୧୫ା୫ କରୋନାର ଦ୍ୱିତୀୟ ଲହରକୁ ନେଇ ସଭିଏଁ ଚିନ୍ତିତ। କେବେ ଏହା କବଳରୁ ମୁକ୍ତି ମିଳିବ ତାହା ଜଣାପଡ଼ୁ ନ ଥିବାବେଳେ ବର୍ଷାଧିକ...

କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ବିଏମ୍‌ସି ବିଫଳ : ସହରରୁ ନୀଳ, ସବୁଜ ଡଷ୍ଟବିନ୍‌ ଉଭାନ

ଭୁବନେଶ୍ୱର,୧୯ା୭(ବ୍ୟୁରୋ) : କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ବିଏମ୍‌ସିକୁ ବିଭିନ୍ନ ସମୟରେ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ଫଳସ୍ବରୂପ ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ହେଉଥିବା...

ଜଙ୍ଗଲରୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ

ପାଟଣା,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ଜାମୁନାଳିଆ ଗାଁ ନିକଟରେ ଥିବା ସନ୍ନିକଟ ଜଙ୍ଗଲରୁ ଶନିବାର ସକାଳୁ ଜଣେ ବୃଦ୍ଧଙ୍କର ଝୁଲନ୍ତା ମୃତଦେହ...

Advertisement
Archives

Model This Week