Posted inଜାତୀୟ

ଶପଥ ଗ୍ରହଣ କରିବାର ଗୋଟିଏ ଦିନ ପରେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୬: ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ଠିକ ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ କିଷାନ ନିଧି ୧୭ତମ କିସ୍ତି ରିଲିଜ୍‌ କରିବା ପାଇଁ ପିଏମ ମୋଦି ଏକ ଫାଇଲରେ ଦସ୍ତଖତ କରିଛନ୍ତି। ଏହାଦ୍ୱାରା ୯.୩ କୋଟି ଚାଷୀଙ୍କୁ ଉପକୃତ ହେବେ ଏବଂ ପ୍ରାୟ ୨୦ ହଜାର କୋଟି ଟଙ୍କା ବଣ୍ଟନ କରାଯିବ।
ଫାଇଲରେ ଦସ୍ତଖତ କରିବା ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ସେ କୃଷକଙ୍କ କଲ୍ୟାଣ ପାଇଁ ପ୍ରତିବଦ୍ଧ। କୃଷକଙ୍କ କଲ୍ୟାଣ ପାଇଁ ଆମେ ଯଥାସମ୍ଭବ କାର୍ଯ୍ୟ କରିବାକୁ ଚାହୁଁଛୁ। ଆମ ସରକାର କ୍ରମାଗତ ଭାବରେ ଏହା ଉପରେ କାର୍ଯ୍ୟ କରୁଛନ୍ତି ଏବଂ ଏହା ଆଗକୁ ମଧ୍ୟ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri