ଲୋକକଳା ପାଇଁ ଦିନଟିଏ, ଯୁବ ଲେଖକଙ୍କୁ ମିଳିଲା ପ୍ରମାଣପତ୍ର

ଭଞ୍ଜନଗର,୧୦/୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ପାଳନ ଅବସରରେ ଗୁରୁବାର ଭଞ୍ଜନଗର ପଞ୍ଚାୟତ ସମିତି ପକ୍ଷରୁ ଲୋକକଳା ପାଇଁ ଦିନଟିଏ ଦିବସ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା କଳାକାରମାନେ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ବ୍ଲକ କଳାକାର ସଂଘର କର୍ମକର୍ତ୍ତା ନାରାୟଣ ମହାରଣା ପ୍ରମୁଖ ଅତିଥି ଭାବେ ଯୋଗଦେଇ ସରକାରଙ୍କ ଯୋଜନାକୁ ଉଚ୍ଚ ପ୍ରଶଂସା କରିଥିଲେ।
ସେହିଭଳି ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଧ୍ୟ ଆଜି ଯୁବ ଲେଖକ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା। ଏହାପରେ ସେମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଏଥିରେ ଅଧ୍ୟକ୍ଷତା କରିଥିଲେ। ପ୍ରାଧ୍ୟାପକ ବିଭାସ ଦାସ, ଅଧ୍ୟାପିକା ରାଜଲକ୍ଷ୍ମୀ ରଥ, ରୋଜାଲିନ ମହାରଣା, ଦୀପଶ୍ରି ମହାପାତ୍ର, କଳ୍ପନା ଷଣ୍ଢ, ଅଧ୍ୟାପକ ଅମିୟ ରଞ୍ଜନ ପଣ୍ଡା, ଦିଗନ୍ତ ଜେନା, ଯୁବ ରେଡକ୍ରସ ଅଧିକାରୀ ବିଦେଶୀ ରାଉତ
ଯୋଗଦେଇ ସରକାରଙ୍କ ଲକ୍ଷ୍ୟ ସମ୍ପର୍କରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଅନ୍ତା ବର୍ବରତା; ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ, ୪ ପୋଲିସ ସସ୍‌ପେଣ୍ଡ୍‌

ଭୁବନେଶ୍ବର,୧୦ା୫:  ବାଲିଅନ୍ତା ବର୍ବରତା ଘଟଣା କେବଳ ରାଜ୍ୟ ନୁହେଁ ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଘଟଣାରେ ବର୍ତ୍ତମାନ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି…

PM ମୋଦିଙ୍କୁ ଟାର୍ଗେଟ? ବେଙ୍ଗାଲୁରୁରେ କାର୍ଯ୍ୟକ୍ରମ ସ୍ଥଳ ନିକଟରୁ ବିସ୍ଫୋରକ ସାମଗ୍ରୀ ମିଳିବା ପରେ ହଇଚଇ

ବେଙ୍ଗାଲୁରୁ,୧୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆର୍ଟ ଅଫ ଲିଭିଂ ସେଣ୍ଟର ଗସ୍ତ ପୂର୍ବରୁ ବେଙ୍ଗାଲୁରୁରେ ଏକ ବଡ଼ ଧରଣର ସୁରକ୍ଷା ତ୍ରୁଟି ସାମ୍ନାକୁ ଆସିଛି। ପୋଲିସ ସୁରକ୍ଷା…

LPG ନେଇ ବଡ଼ ଘୋଷଣା, ଏମାନଙ୍କୁ ମିଳିବନି ସବସିଡି

ନୂଆଦିଲ୍ଲୀ,୧୦ା୫: କେନ୍ଦ୍ର ସରକାର LPG ସବସିଡି ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି । ବର୍ତ୍ତମାନ ଗ୍ରାହକ କିମ୍ବା ସେମାନଙ୍କ ପରିବାର ସଦସ୍ୟଙ୍କ ଆୟ ପ୍ରତିବର୍ଷ ୧୦ ଲକ୍ଷରୁ…

ମାନସିକ ଶାନ୍ତି ଚାହୁଁଛନ୍ତି କି…. ତେବେ ନିହାତି କରନ୍ତୁ ଏସବୁ…

କାର୍ଯ୍ୟ ରହିଛି; ଯାହାକୁ କରିବା ଦ୍ୱାରା ମାନସିକ ଶାନ୍ତି ମିଳିବା ସହ ପ୍ରଭୁକୃପା ଲାଭ ହୋଇଥାଏ। ତା’ସହିତ ଜୀବନରେ ଅନେକ ସଫଳତା ମିଳେ ବୋଲି ବିଶ୍ୱାସ କରାଯାଏ……

‘ପେନ୍‌ସନ୍‌ଭୋଗୀଙ୍କ ପାଇଁ କାର୍ଯ୍ୟକାରୀ ହେବନାହିଁ କୌଣସି ନୂଆ ନିୟମ’

ଦିଗପହଣ୍ଡି,୧୦|୫(ଅଶେଷ ନାଥ ମିଶ୍ର):  ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ରବିବାର ସ୍ଥାନୀୟ ଶ୍ରୀ ପାତାଳେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଥିଲା। ସଂଘର ବରିଷ୍ଠ…

ଇଣ୍ଡୋର ଷ୍ଟାଡିୟମରେ ଲାଇଟ୍‌ ଅଚଳ, ଅନ୍ଧାରରେ ଖେଳୁଛନ୍ତି ଖେଳାଳି

କେସିଙ୍ଗା,୧୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ପିଏମ୍‌ ଶ୍ରୀ ବିଦ୍ୟାପୀଠର ପଛ ଭାଗରେ ତତ୍କାଳୀନ ବିଜେଡି ସରକାର ଶାସନ ସମୟ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ହୋଇଥିଲା।…

ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପିଏଙ୍କ ହତ୍ୟା ମାମଲାରେ ବଡ଼ ଖୁଲାସା, ଧନବାଦରେ….

ନୂଆଦିଲ୍ଲୀ,୧୦।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ହତ୍ୟା ଘଟଣାରେ ଝାଡ଼ଖଣ୍ଡର ଧନବାଦ ସହିତ ଏକ ସମ୍ପର୍କ ସାମ୍ନାକୁ ଆସିଛି । ହତ୍ୟାକାରୀମାନେ ଅପରାଧ…

୧୨ ଘଣ୍ଟାରେ ଗଲା ୩ ହରିଣଙ୍କ ଜୀବନ, ମାଂସ କାଟିବାକୁ ଶିକାରୀ ହେଉଥିଲେ ସଜବାଜ, ଆଉ ତା’ ପରେ…

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଶନିବାର ୧୨ ଘଣ୍ଟା ମଧ୍ୟରେ ୩ଟି ହରିଣ ମୃତ୍ୟୁବରଣ କରିଛନ୍ତି। ସେଥିମଧ୍ୟରୁ ମୁଜାଗଡ଼ ରେଞ୍ଜରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri