Posted inଖେଳ

କୋହଲିଙ୍କ ପାଇଁ ଭୁଲି ଯିବାର ଦିନ

ଆବୁ ଧାବି,୨୦।୯: ସ୍ଥାନୀୟ ଆବୁଧାବିଠାରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋରକୁ ୧୦ ଓଭର ପୂର୍ବରୁ ୯ ଉଇକେଟରେ ହରାଇ ଦେଇଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)। କେବଳ ଟସ୍‌କୁ ଛାଡ଼ି ଦେଲେ ବିରାଟ କୋହଲିଙ୍କ ପାଇଁ ପୂରା ଦିନ ଖରାପ ଥିଲା। ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ତାଙ୍କ ଦଳ ଏକଦା ୫.୫ ଓଭରରେ ୧ ଉଇକେଟ କ୍ଷତିରେ ୪୧ ରନ୍‌ କରିଥିଲା। ଏହାପରେ ପୂରା ଭୁଶୁଡ଼ି ପଡ଼ିଥିଲା ଆରସିବିର ବ୍ୟାଟିଂ ଲାଇନ୍‌ ଅଫ୍‌। ମାତ୍ର ୫୨ ରନ୍‌ରେ ବଳକା ୯ ଉଇକେଟ ହରାଇ କୋହଲିଙ୍କ ଦଳ ଅଲଆଉଟ୍‌ ହୋଇଯାଇଥିଲା ମାତ୍ର ୯୨ ରନ୍‌ରେ।

ସାମ୍ନାରେ ୯୩ ରନ୍‌ର ଛୋଟିଆ ବିଜୟ ଲକ୍ଷ୍ୟ ଦେଖି ଆଟାକିଂ ବ୍ୟାଟିଂ କରିଥିଲେ କେକେଆର୍‌ ଦୁଇ ଓପନର। ଶୁବମାନ ଗିଲ (୪୮) ଓ ଭେଙ୍କଟେଶ ଆୟାର (୪୧*)ଙ୍କ ଯୋଗୁ କେକେଆର ୧୦ ଓଭରରେ ମ୍ୟାଚ୍‌ ଜିତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri