Posted inଫୁରସତ

ଦେଶର ସୁରକ୍ଷା, ଏକତା ଓ ଅଖଣ୍ଡତାକୁ ବଜାୟ ରଖିବାର ଦିନ…

ପ୍ରତିବର୍ଷ ୩୧ ଅକ୍ଟୋବରରେ ଆଇରନ ମ୍ୟାନ୍‌ ଅଫ୍‌ ଇଣ୍ଡିଆ ଅର୍ଥାତ୍‌ ଭାରତର ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନଦିବସକୁ ଜାତୀୟ ଏକତା ଦିବସ ଭାବେ ପାଳନ କରାଯାଏ। ତାଙ୍କୁ ଭାରତର ଜାତୀୟ ଏକତାର ସ୍ଥପତି ଭାବରେ ସ୍ମରଣ କରାଯାଇଥାଏ। ଦେଶର ସୁରକ୍ଷା, ଏକତା ଏବଂ ଅଖଣ୍ଡତା ବଜାୟ ରଖିବା ପାଇଁ ଏହା ଏକ ପ୍ରତିବଦ୍ଧତାର ଦିନ। ଏହି ଦିବସ ପାଳନ କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଦେଶର ଏକତା ବଜାୟ ରଖିବାରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଅବଦାନକୁ ସମ୍ମାନ ଦେବା।

ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଦେଶର ଏକତା ଏବଂ ଅଖଣ୍ଡତାକୁ ପୁନଃ ସ୍ଥାପିତ କରି ଏକ ଶକ୍ତିଶାଳୀ ତଥା ସମୃଦ୍ଧ ଭାରତର ମୂଳଦୁଆ ପକାଇଥିଲେ। ଦେଶକୁ ଏକାଠି କରିବାରେ ସର୍ଦ୍ଦାର ପଟେଲଙ୍କ ଅମୂଲ୍ୟ ଅବଦାନ ବେଶ୍‌ ସ୍ବତନ୍ତ୍ର।

ଏହି ଅବସରରେ ବିଦ୍ୟାଳୟରେ ବିଭିନ୍ନ ପ୍ରକାରର ପ୍ରତିଯୋଗିତା ଆୟୋଜନ କରାଯାଇଥାଏ। ପ୍ରବନ୍ଧ, ବକ୍ତୃତା ଏବଂ ଅନ୍ୟାନ୍ୟ ପ୍ରତିଯୋଗିତା ମାଧ୍ୟମରେ ଛାତ୍ରୀଛାତ୍ର ଜାତୀୟତାର ମହାନ ପ୍ରତୀକ ମନେ ରଖିବାକୁ ଉତ୍ସାହିତ ହୁଅନ୍ତି ଏବଂ ଭାରତର ଏକତା ଏବଂ ଅଖଣ୍ଡତା ପାଇଁ ପ୍ରତିଶ୍ରୁତିବଦ୍ଧ ହୁଅନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri