Advertisement

ଗଛରୁ ମିଳିଲା ଝୁଲନ୍ତା ମୃତଦେହ

ଲହୁଣୀପଡା,୧୪।୧୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ-୧୪୩ ନମ୍ବର ଜାତୀୟ ରାଜପଥର ଠିଆବେର୍ଣ୍ଣା ଛକର ବାମ ପଟ ଜଙ୍ଗଲରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଲହୁଣୀପଡା ପୋଲିସ ମୃତଦେହକୁ ଗଛରୁ ଝୁଲନ୍ତା ଅବସ୍ଥାରେ ଜବତ କରି ବଣାଇ ଡାକ୍ତରଖାନା ମର୍ଗ ହାଉସରେ ରଖିଛି। ମୃତ ଯୁବକଙ୍କ ପରିଚୟ ମିଳି ନ ଥିବା ବେଳେ ଘଟଣାର ତଦନ୍ତ ଜାରି ରଖିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍ଶ୍ୱରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା; ଖୁବ୍‌ଶୀଘ୍ର ପର୍ଦ୍ଦାଫାଶ କରିବ ପୋଲିସ

ଅନୁଗୋଳ ଅଫିସ, ୧୧।୧୧:  ଅନୁଗୋଳ ବ୍ଲକ ବନ୍ତଳା ଥାନା ଗୁରଙ୍ଗ ଗ୍ରାମର ତ୍ରିପୁରା ନାଏକ(୧୯)ଙ୍କ ମୃତଦେହ ସାକସିଙ୍ଗା ରାସ୍ତା ପାର୍ଶ୍ୱରୁ ଶୁକ୍ରବାର ଅନୁଗୋଳ ପୋଲିସ ଉଦ୍ଧାର କରିବା...

ଟୋକନ ବ୍ୟବସ୍ଥାକୁ ଚାଷୀଙ୍କ ବିରୋଧ

ବରଗଡ଼ ଅଫିସ,୧୮।୧୧: ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଗତ ୧୫ ତାରିଖରୁ ମଣ୍ଡିଗୁଡ଼ିକ ଖୋଲିଥିଲେ ମଧ୍ୟ ରବିବାର ସୁଦ୍ଧା...

ନନ୍ଦପୁର ଅଞ୍ଚଳରୁ ୨ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଚନ୍ଦନ କାଠ ଜବତ

କୋରାପୁଟ,୨୮ା୯(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡା ଅଞ୍ଚଳରୁ ସୋମବାର ଚନ୍ଦନକାଠ ଚୋରାଚାଲାଣ ହେବା ବେଳେ ଜବତ ହେବାର ୨୪ ଘଣ୍ଟା ନ ପୂରୁଣୁ ମଙ୍ଗଳବାର ଜିଲାର ନନ୍ଦପୁର...

ଉତ୍ପାଦିତ ଛତୁ ପାଇଁ ମଣ୍ଡିର ଅଭାବ

କେନ୍ଦ୍ରାପଡ଼ା ଅଫିସ,୮ା୪: ଓଡ଼ିଶା ଛତୁଚାଷରେ ସଫଳ ହୋଇଥିବା ଗତ ବିଧାନସଭାରେ କୃଷିମନ୍ତ୍ରୀ ଅରୁଣ କୁମାର ସାହୁ ଉଲ୍ଲେଖ କରିଥିଲେ। ତେବେ କେନ୍ଦ୍ରାପଡ଼ା ଜିଲାର ଛତୁଚାଷୀ ମଣ୍ଡିର...

ରଥଖଳା ଚଳଚଞ୍ଚଳ, କାମରେ ଲାଗିପଡ଼ିଛନ୍ତି ମହାରଣା ସେବାୟତ

ପୁରୀ ଅଫିସ,୫।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି ।...

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ଉଚ୍ଛେଦ ଆରମ୍ଭ: ଭାଙ୍ଗିଲା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ପୁରୀ ଅଫିସ,୪।୧୨ : ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ଉଚ୍ଛେଦ ଆରମ୍ଭ ହୋଇଛି। ଦୋଳବେଦୀ କୋଣରେ ଥିବା ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ପୂର୍ବାହ୍ନରେ ଭଙ୍ଗାଯିବା ଆରମ୍ଭ...

ଘରଖଁଡ଼େ ଲାଗି ଗୁହାରି କରି ନିରାଶ: ଭଂଗା କୁରିଆରେ ଜୀବନ୍‌ ବିତଉଛନ୍‌ ରତି

ଖପ୍ରାଖୋଲ, ୧୩।୨(ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗାଁଗଁଲିନୁ ସହର ତକ୍‌ ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଅବାସ, ବିଜୁ...

ଡଙ୍ଗା ବୁଡ଼ି ୭ ନିଖୋଜ: ଜଣେ ମୃତ

ଚିତ୍ରକୋଣ୍ଡା,୨୫।୫(ଡି.ଏନ୍‌.ଏ.): ତେଲେଙ୍ଗାନାରୁ ଦାଦନ ଖଟି ଗାଁକୁ ଫେରୁଥିବା ବେଳେ ଘଟିଛି ଅଘଟଣ। ଡଙ୍ଗା ବୁଡ଼ି ୭ ଜଣ ନିଖୋଜ ଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।...

Advertisement
Archives

Model This Week