ଇବ୍‌ ଟ୍ରାଜେଡି: ମିଳିଲା ଜଣଙ୍କ ମୃତଦେହ

ସୁନ୍ଦରଗଡ଼,୪ା୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଇବ୍‌ ନଦୀର କନାକୁଣ୍ଡ ଘାଟକୁ ବୁଧବାର ପିକ୍‌ନିକ୍‌ କରିବାକୁ ଆସି ଥିବା ୨୫ ଜଣଙ୍କ ମଧ୍ୟରୁ ୩ ଯୁବକ ଗାଧୋଉଥିବା ବେଳେ ଅପରାହ୍ନରେ ନଦୀ ପାଣିରେ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ସ୍ଥାନୀୟ ଅଗ୍ନିଶମ ବିଭାଗ ଓ ଗ୍ରାମବାସୀ ପହଞ୍ଚି ଉଦ୍ଧାର କରିଥିବା ବେଳେ ଅନ୍ୟ ଦୁଇ ଜଣ ଯୁବକ ନିଖୋଜ ଥିଲେ। ତେବେ ଏହି ଦୁଇ ନିଖୋଜ ଯୁବକଙ୍କ ମଧ୍ୟରୁ ଝାରସୁଗୁଡ଼ା ଜିଲା ବୁରୋମାଲ ଗ୍ରାମର ଚୂଡାମଣି ମେହେର(୨୬)ଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ମୁକେଶ ମେହେର(୧୭) ନିଖୋଜ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରେ ବଡ଼ ଘୋଷଣା: ଚାଷୀଙ୍କ ପାଇଁ ନୂଆ ଯୋଜନା

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।...

ଆଗତ ହେଲା ମୋହନ ସରକାରର ପ୍ରଥମ ବଜେଟ୍: ଜଣାନ୍ତୁ କେଉଁ ବିଭାଗକୁ ମିଳିଲା କେତେ ଟଙ୍କା ?

ଭୁବନେଶ୍ୱର,୨୫।୭: ରାଜ୍ୟରେ ପ୍ରଥମ ଥର ପୂର୍ଣ୍ଣ ବହୁମତ ସହିତ କ୍ଷେମତାକୁ ଫେରିବା ପରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି।...

ଆସିଲା ବଜେଟ୍‌: ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ଆଜି ବିଧାନସଭାରେ...

ବଜେଟ ୨୦୨୪: ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ଜାଣନ୍ତୁ କେବେ ମିଳିବ, ବ୍ୟୟବରାଦ ହେଲା…

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।...

ଡିସିପି କହିଲେ କାରଣ… ସ୍ବାମୀ ଏଭଳି ଧମକ ଦେଉଥିବାରୁ ଭାଙ୍ଗି ପଡ଼ିଥିଲେ ମଧୁମିତା, ନେଇଗଲେ ଚରମ…

ଭୁବନେଶ୍ୱର,୨୫।୭: ସାମ୍ବାଦିକା ମଧୁମିତା ପରିଡ଼ା ଆତ୍ମହତ୍ୟା ମାମଲାରେ ସ୍ବାମୀ ଶ୍ରୀଧର ଜେନାଙ୍କୁ ଗିରଫ କରାଯିବା ପରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ପ୍ରେସମିଟ୍‌ କରି ବଡ଼...

ମୁକେଶ ମହାଲିଙ୍ଗ ଗିରଫ ଦାବିକୁ ନେଇ ମୁହଁ ଖୋଲିଲେ ଅରୁଣ, କହିଲେ ଯଦି ସାହାସ ଅଛି ନବୀନଙ୍କୁ…

ଭୁବନେଶ୍ୱର,୨୫।୭: ବିଧାନସଭା ଅଧିବେଶନର ଆଜି ହେଉଛି ଚତୁର୍ଥ ଦିନ। ହେଲେ ଆଜି ବି ଗୃହ ସୁରୁଖୁରୁରେ ଚାଲିପାରିନାହିଁ। ଶୂନ୍ୟକାଳରେ ମୁହାଁମୁହିଁ ହୋଇଛନ୍ତି ବିଜେଡି ବିଧାୟକ ଅରୁଣ...

ଆସନ୍ତା ୨୮ରେ ଖୋଲିବ ହୀରାକୁଦ ଗେଟ୍‌

ଭୁବନେଶ୍ୱର,୨୫।୭: ଆସନ୍ତା ୨୮ ତାରିଖରେ ଖୋଲିବ ହୀରାକୁଦ ଗେଟ୍‌। ଉପର ମୁଣ୍ଡରେ ବର୍ଷା ହେଉଥିବାରୁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଉଛି। ଏଣୁ ଗେଟ୍‌ ଖୋଲିବାକୁ ନିଷ୍ପତ୍ତି...

ସାମ୍ବାଦିକା ଆତ୍ମହତ୍ୟା ମାମଲାରେ ସାମ୍ନାକୁ ଆସିଲା ସାଙ୍ଘାତିକ ସତ; ମୃତ୍ୟୁ ପୂର୍ବରୁ…

ଭୁବନେଶ୍ୱର,୨୫।୭: ରାଜଧାନୀରେ ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ଆତ୍ମହତ୍ୟା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ବୁଧବାର ରାତିରେ ସେ ଟେନ୍‌ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା କରିବା ପୂର୍ବରୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri