ଗାଧୋଇବାକୁ ଯାଇ ପୋଖରୀରେ ବୁଡି ଜଣେ ମୃତ

ଗଞ୍ଜାମ,୨୬ା୨(ବିଦ୍ୟାଧର ସାହୁ): ରମ୍ଭା ଥାନା ଅନ୍ତର୍ଗତ ଗଡ଼ହୁମ୍ମା ଗ୍ରାମର ଜଣେ ବ୍ୟକ୍ତି ପୋଖରୀରେ ବୁଡି ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି l ମୁତକ ଜଣଙ୍କ ହେଲେ ଉକ୍ତ ଗ୍ରାମର ହରିଜନ ସାହିର ରବି ଦାସଙ୍କ ପୁଅ ସୁନିଲ ଦାସ (୫୮)l

ପ୍ରାପ୍ତ ସୂଚନାନୁଯାଇ ରବି ମିସ୍ତ୍ରୀ କାମ କରି ଘରକୁ ଫେରିବା ପରେ ଗ୍ରାମ ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇଥିଲେ l ସେଠାରେ ତାଙ୍କର ଗୋଡ଼ ଖସି ଯିବାରୁ ସେ ପାଣିରେ ବୁଡି ମୃତ୍ୟୁ ବରଣ କରିଥିଲେ l ଅଂଚଳବାସୀ ତାଙ୍କୁ ପୋଖରୀରୁ ଉଦ୍ଧାର କରିବା ପୂର୍ବରୁ ସେ ମୃତ୍ୟୁ ବରଣ କରିଥିଲେ l

ତାଙ୍କୁ ସ୍ଥାନୀୟ ଯୁବ ସମିତିସଭ୍ୟ ଧ୍ରୁବ ଚରଣ ପଲାଇଙ୍କ ସହାୟତାରେ ଛତ୍ରପୁର ମେଡିକେଲ ନିଆଯାଇଥିଲାl ସେଠାରେ ଶବ ବ୍ୟବଚ୍ଛେଦ କରାଯିବା ପରେ ଗ୍ରାମକୁ ନିଆଯାଇ ଗ୍ରାମ୍ୟ ସ୍ମଶାନ ରେ ଦାହ କରାଯାଇଥିଲା l ଯାହାକୁନେଇ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା l


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri